Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଦିନିକିଆ ସମ୍ବଲପୁର ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଦିନିକିଆ ସମ୍ବଲପୁର ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ

January 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିନିକିଆ ସମ୍ବଲପୁର ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି, ଅମୃତ ମହୋତ୍ସବ ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପୂଣ୍ୟ ଜୟନ୍ତୀରେ ତାଙ୍କ ଜନ୍ମ ମାଟି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକ ଖିଣ୍ଡା ଠାରେ ଅନୁଷ୍ଠିତ ପଦଯାତ୍ରାରେ ସାମିଲ ହେବା ସହ ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ।

ପଦଯାତ୍ରାରେ ଯୋଗଦେବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଓ ପରାକ୍ରମ ଦିବସ ଉପଲକ୍ଷେ ସମ୍ବଲପୁରରେ ଆଇଆଇଏମ ଓ ଆଇସିଏଚଆରର ମିଳିତ ଉଦ୍ୟମ ଉଦ୍ୟମରେ ଆୟୋଜିତ ସେମିନାର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ। ମା’ ସମଲେଶ୍ୱରୀ ମନ୍ଦିରରେ ଦର୍ଶନ କରିବେ। ମାଣେଶ୍ୱର ବ୍ଲକ ସାସନ ପରମାଣପୁର ଠାରେ ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ କମିଟି ପକ୍ଷରୁ ଅନୁଷ୍ଠିତ ଧନୁଯାତ୍ରା ସମାରୋହରେ କେନ୍ଦ୍ରମନ୍ତ୍ରୀ ସାମିଲ ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

ଧର୍ମେନ୍ଦ୍ର ପ୍ରଧାନ ବୀର ସୁରେନ୍ଦ୍ର ସାଏ ସମ୍ବଲପୁର ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026

ବର୍ଷା ନେଇ ରେଡ୍ ଆଲର୍ଟ, ସୁନ୍ଦରଗଡ଼ରେ ସବୁ ସ୍କୁଲ୍‌ ଛୁଟି

August 18, 2026
Latest News

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ପୁଣି ଚର୍ଚ୍ଚାରେ କଂଗ୍ରେସ: ଗୋଆ ବୈଠକରେ ଗାନ କଲେ ଅସମ୍ପୂର୍ଣ୍ଣ ବନ୍ଦେ ମାତରମ୍

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026

ବର୍ଷା ନେଇ ରେଡ୍ ଆଲର୍ଟ, ସୁନ୍ଦରଗଡ଼ରେ ସବୁ ସ୍କୁଲ୍‌ ଛୁଟି

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.