Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପାଳିତ ହେଲା ରାଜ୍ୟସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ
ଆଜିର ଖବର

ଭୁବନେଶ୍ବରରେ ପାଳିତ ହେଲା ରାଜ୍ୟସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ

January 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପାଳିତ ହେଲା ରାଜ୍ୟସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର: ରାଜ୍ୟସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ଭୁବନେଶ୍ବର ଗାନ୍ଧୀ ମାର୍ଗରେ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଷୀ ଲାଲ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗାଇ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପତାକା ଉତ୍ତୋଳନ ପରେ ଆରମ୍ଭ ହୋଇଥିଲା ପରେଡ। ଏଥିରେ ଭାଗ ନେଇଥିଲେ ୫୦ କଣ୍ଟିଜେଣ୍ଟ। ଏଥରର ପରେଡର ନେତୃତ୍ୱ ନେଇଥିଲେ ୟସ ପ୍ରତାପ ଶ୍ରୀମାଲ। ଚଳିତ ବର୍ଷ ପ୍ରଥମ ଥର ପାଇଁ ଆନ୍ଧ୍ର ପୁଲିସର ଏକ ଟ୍ରୁପ୍ ପରେଡରେ ସାମିଲ ହୋଇଥିଲା।

ଏହାବ୍ୟତୀତ ଡେୟାରଡେଭିଲ ଦୁଃସାହାସିକ କଳା ପ୍ରଦର୍ଶନ ସମେତ ଓଡିଶା ସରକାରଙ୍କର ପ୍ରମୁଖ ବିଭାଗର ୮ଟି ପ୍ରଜ୍ଞାପନ ମେଢ ଓ ସ୍କେଟିଂ ଏକାଡେମୀ ପକ୍ଷରୁ ସ୍କେଟିଂ କରାଯାଇଥିଲା । ରାଜ୍ୟର ଲୋକ କଳା, ପାରମ୍ପରିକ ବାଦ୍ୟ ମଧ୍ୟ ପ୍ରଦର୍ଶିତ ହୋଇଥିଲା।

ଏହି ପରେଡ୍ ଲାଗି ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଗାନ୍ଧି ମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିଲା।

ନବୀନ ପଟ୍ଟନାୟକ ସାଧାରଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.