Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର-ଶାଲିମାର-ସମ୍ବଲପୁର ତ୍ରି-ସାପ୍ତାହିକ ଏକ୍ସପ୍ରେସର ବଦଳିଲା ନାମ
ଆଜିର ଖବର

ସମ୍ବଲପୁର-ଶାଲିମାର-ସମ୍ବଲପୁର ତ୍ରି-ସାପ୍ତାହିକ ଏକ୍ସପ୍ରେସର ବଦଳିଲା ନାମ

January 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଅଶ୍ୱିନୀ ବୈଷ୍ଣବ ଜୀ ଟ୍ରେନ୍ ନଂ 20832/20831 ସମ୍ବଲପୁର-ଶାଲିମାର-ସମ୍ବଲପୁର ତ୍ରି-ସାପ୍ତାହିକ ଏକ୍ସପ୍ରେସ (ଭାୟା – ଅନଗୁଲ, ତାଲଚେର ) କୁ “ମହିମା ଗୋସାଇଁ ଏକ୍ସପ୍ରେସ” ନାମରେ ନାମିତ କରାଯାଇଛି।

29 ଡିସେମ୍ବର 2022 ରେ ଭୁବନେଶ୍ୱର ରେଳ ଷ୍ଟେସନର ପୁନ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହରେ ମାନ୍ୟବର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟୋଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାନନୀୟ ରେଳମନ୍ତ୍ରୀଙ୍କୁ ସମ୍ବଲପୁର-ଶାଲିମାର-ସମ୍ବଲପୁର ତ୍ରି-ସାପ୍ତାହିକ ଟ୍ରେନର ନାମକୁ ପରିବର୍ତ୍ତନ କରି “ମହିମା ଗୋସାଇଁ ଏକ୍ସପ୍ରେସ” ଭାବରେ ନମିତ କରିବାକୁ ଅନୁରୋଧ କରିଥିଲେ। ମହିମା ଶ୍ରୀକ୍ଷେତ୍ର ପ୍ରତି ଲୋକଙ୍କ ଭାବନା ଏବଂ ବିଶ୍ୱାସକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ସମ୍ବଲପୁର-ଶାଲିମାର-ସମ୍ବଲପୁର ତ୍ରି-ସାପ୍ତାହିକ ଏକ୍ସପ୍ରେସକୁ “ମହିମା ଗୋସାଇଁ ଏକ୍ସପ୍ରେସ” ଭାବରେ ନାମିତ କରିଛି।

ଅଶ୍ୱିନୀ ବୈଷ୍ଣବ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026
Latest News

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.