Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଦଳିଲା ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନର ନାମ, ହେଲା ଅମୃତ ଉଦ୍ୟାନ
ଆଜିର ଖବର

ବଦଳିଲା ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନର ନାମ, ହେଲା ଅମୃତ ଉଦ୍ୟାନ

January 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନର ବଗିଚା ବର୍ତ୍ତମାନ ଅମୃତ ଉଦ୍ୟାନ ନାମରେ ପରିଚିତ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ ମୋଗଲ ଗାର୍ଡେନ ନାମରେ ଜଣାଶୁଣା ଏହି ଉଦ୍ୟାନର ନାମ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରପତିଙ୍କ ଉପ ପ୍ରେସ ସଚିବ ନବିକା ଗୁପ୍ତା ଗଣମାଧ୍ୟମକୁ କହିଛନ୍ତି ଯେ, ସ୍ୱାଧୀନତାର ଅମୃତ ମହୋତ୍ସବର ୭୫ ବର୍ଷ ପୂର୍ତ୍ତି ଅବସରରେ ରାଷ୍ଟ୍ରପତି ଭବନ ଉଦ୍ୟାନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅମୃତ ଉଦ୍ୟାନ ଭାବରେ ଏକ ସାଧାରଣ ନାମ ଦେଇଛନ୍ତି। ତେବେ ରାଷ୍ଟ୍ରପତି ଭବନ ୱେବସାଇଟରେ ଉଭୟ ନାମର ଉଲ୍ଲେଖ ଏପର୍ଯ୍ୟନ୍ତ ଦେଖିବାକୁ ମିଳିଛି।

ୱେବସାଇଟ୍ ଅନୁଯାୟୀ, ଅମୃତ ଉଦ୍ୟାନ ବର୍ତ୍ତମାନ ପର୍ଯ୍ୟନ୍ତ ବାର୍ଷିକ ଉତ୍ସବ, ଉଦ୍ୟାନ ଉତ୍ସବ ସମୟରେ ସର୍ବସାଧାରଣଙ୍କ ପାଇଁ ଖୋଲା ଯାଉଥିଲେ। ଯାହା ଫେବୃଆରୀ-ମାର୍ଚ୍ଚ ମାସରେ ଅନୁଷ୍ଠିତ ହେଉଥିଲା। କିନ୍ତୁ ବର୍ତ୍ତମାନ ଏହା ସାଧାରଣ ଲୋକଙ୍କ ପାଇଁ ଅଗଷ୍ଟରୁ ମାର୍ଚ୍ଚ ପର୍ଯ୍ୟନ୍ତ ଖୋଲା ରହିବ।

ଅମୃତ ଉଦ୍ୟାନ ମୋଗଲ ଗାର୍ଡେନ ରାଷ୍ଟ୍ରପତି ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.