Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲିଓନ୍‌ ପାର୍ସଲ୍‌ ବୋମା ବିସ୍ଫୋରଣ ମାମଲା : ଅଭିଯୁକ୍ତ ଗିରଫ
ଆଜିର ଖବର

ଲିଓନ୍‌ ପାର୍ସଲ୍‌ ବୋମା ବିସ୍ଫୋରଣ ମାମଲା : ଅଭିଯୁକ୍ତ ଗିରଫ

May 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶୁକ୍ରବାର ଫ୍ରାନ୍ସର ଦକ୍ଷିଣପୂର୍ବ ଭାଗ ଲିଓନ୍‌ର ପ୍ରେସିଡେନ୍ସିଆଲ୍‌ ଷ୍ଟ୍ରିଟ୍‌ରେ ଏକ ପାର୍ସଲ ବୋମା ବିସ୍ଫୋରଣ ଘଟିଥିଲା । ଏହି ମାମଲାରେ ପୋଲିସ୍‌ ପକ୍ଷରୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ବିସ୍ଫୋରଣରେ 13ରୁ ଅଧିକ ବ୍ୟକ୍ତି ଆହତ ହୋଇଥିଲେ । ଅଭିଯୁକ୍ତର କେଉଁ ଆତଙ୍କୀ ସଙ୍ଗଠନ ସହିତ ସମ୍ବନ୍ଧ ରହିଛି ସେ ନେଇ ଅନୁସନ୍ଧାନ ଜାରି ରହିଛି ବୋଲି ଫ୍ରାନ୍ସ ଗୃହ ମନ୍ତ୍ରାଳୟର ମନ୍ତ୍ରୀ କ୍ରୀଷ୍ଟୋଫେ କାଷ୍ଟାନର ସୂଚନା ଦେଇଛନ୍ତି । ଟ୍ବିଟ୍ଟର ଜରିଆରେ କାଷ୍ଟାନର ଗିରଫର ସୂଚନା ଦେଇଥିବା ବେଳେ ଅଭିଯୁକ୍ତଙ୍କ ପରିଚୟ ଏବଂ ଗିରଫ ସ୍ଥାନ ଗୋପନ ରଖାଯାଇଛି । କୌଣସି ଆତଙ୍କୀ ସଙ୍ଗଠନ ଏନେଇ ନିଜକୁ ଦାୟୀ କରି ନଥିବା ବେଳେ ଅପରାଧୀଙ୍କ ବିପକ୍ଷରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଷ୍ଟ୍ରପତି ମାକ୍ରନ୍‌ ସୂଚନା ଦେଇଛନ୍ତି ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025

Nuapada Bypoll: ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ କଲା ବିଜେଡି, ଜାଣନ୍ତୁ କଣ..

November 5, 2025

ଘୋଷଣା ହେଲା ଦକ୍ଷିଣ ଆଫ୍ରିକା ବିରୋଧରେ ଟେଷ୍ଟ ଦଳ: ଫେରିଲେ ଉପ-ଅଧିନାୟକ ରିଷଭ ପନ୍ତ

November 5, 2025

ବିଶ୍ୱବ୍ୟାପୀ ବୃଦ୍ଧି ପାଉଛି EDର ଖ୍ୟାତି!: ଭାରତୀୟ ସଂସ୍ଥାକୁ ପ୍ରଶଂସା କଲା FATF

November 5, 2025
BJP Ads
Latest News

ମଣିପୁରରେ ଚାରି କୁକି ଉଗ୍ରବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 5, 2025

ନୂଆପଡା ଉପନିର୍ବାଚନ: ବିଜେପି ବାଣ୍ଟିଲା ଶାଢ଼ୀ ଓ ଟଙ୍କା, ସିଇଓ ନିକଟରେ ଫେରାଦ୍ ହେଲା ରାଜ୍ୟ କଂଗ୍ରେସ 

November 5, 2025

Nuapada Bypoll: ଶାସକ ବିଜେପି ବିରୋଧରେ ସାଘାଂତିକ ଅଭିଯୋଗ କଲା ବିଜେଡି, ଜାଣନ୍ତୁ କଣ..

November 5, 2025

ଘୋଷଣା ହେଲା ଦକ୍ଷିଣ ଆଫ୍ରିକା ବିରୋଧରେ ଟେଷ୍ଟ ଦଳ: ଫେରିଲେ ଉପ-ଅଧିନାୟକ ରିଷଭ ପନ୍ତ

November 5, 2025

ବିଶ୍ୱବ୍ୟାପୀ ବୃଦ୍ଧି ପାଉଛି EDର ଖ୍ୟାତି!: ଭାରତୀୟ ସଂସ୍ଥାକୁ ପ୍ରଶଂସା କଲା FATF

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.