Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲିଓନ୍‌ ପାର୍ସଲ୍‌ ବୋମା ବିସ୍ଫୋରଣ ମାମଲା : ଅଭିଯୁକ୍ତ ଗିରଫ
ଆଜିର ଖବର

ଲିଓନ୍‌ ପାର୍ସଲ୍‌ ବୋମା ବିସ୍ଫୋରଣ ମାମଲା : ଅଭିଯୁକ୍ତ ଗିରଫ

May 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶୁକ୍ରବାର ଫ୍ରାନ୍ସର ଦକ୍ଷିଣପୂର୍ବ ଭାଗ ଲିଓନ୍‌ର ପ୍ରେସିଡେନ୍ସିଆଲ୍‌ ଷ୍ଟ୍ରିଟ୍‌ରେ ଏକ ପାର୍ସଲ ବୋମା ବିସ୍ଫୋରଣ ଘଟିଥିଲା । ଏହି ମାମଲାରେ ପୋଲିସ୍‌ ପକ୍ଷରୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ବିସ୍ଫୋରଣରେ 13ରୁ ଅଧିକ ବ୍ୟକ୍ତି ଆହତ ହୋଇଥିଲେ । ଅଭିଯୁକ୍ତର କେଉଁ ଆତଙ୍କୀ ସଙ୍ଗଠନ ସହିତ ସମ୍ବନ୍ଧ ରହିଛି ସେ ନେଇ ଅନୁସନ୍ଧାନ ଜାରି ରହିଛି ବୋଲି ଫ୍ରାନ୍ସ ଗୃହ ମନ୍ତ୍ରାଳୟର ମନ୍ତ୍ରୀ କ୍ରୀଷ୍ଟୋଫେ କାଷ୍ଟାନର ସୂଚନା ଦେଇଛନ୍ତି । ଟ୍ବିଟ୍ଟର ଜରିଆରେ କାଷ୍ଟାନର ଗିରଫର ସୂଚନା ଦେଇଥିବା ବେଳେ ଅଭିଯୁକ୍ତଙ୍କ ପରିଚୟ ଏବଂ ଗିରଫ ସ୍ଥାନ ଗୋପନ ରଖାଯାଇଛି । କୌଣସି ଆତଙ୍କୀ ସଙ୍ଗଠନ ଏନେଇ ନିଜକୁ ଦାୟୀ କରି ନଥିବା ବେଳେ ଅପରାଧୀଙ୍କ ବିପକ୍ଷରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଷ୍ଟ୍ରପତି ମାକ୍ରନ୍‌ ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026
Latest News

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.