Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜଳସେଚନ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷର ଶୁଭାରମ୍ଭ
ଆଜିର ଖବର

ଖୋର୍ଦ୍ଧା ଜଳସେଚନ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷର ଶୁଭାରମ୍ଭ

February 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ପରିସରରେ ଖୋର୍ଦ୍ଧା ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଇଂ ପ୍ରଦୀପ କୁମାର ବେହେରାଙ୍କ ତରଫରୁ ପାଣି ପଞ୍ଚାୟତ ପକ୍ଷ ପାଳନ ପାଇଁ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ୨ ଟି ରଥର ଶୁଭାରମ୍ଭ ଉଦ୍ଦେଶ୍ୟରେ ଆଜି ସକାଳ ୧୦ ଘଟିକାରେ ପତାକା ଉତ୍ତୋଳନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜଳସେଚନ ବିଭାଜନର ଯନ୍ତ୍ରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନାଓ ଲୋକ ସମ୍ପର୍କ ଅଧିକାରୀ ଉପସ୍ଥିତ ଥିଲେ।

ଏହି ରଥର ଉଦ୍ଦେଶ୍ୟ ହେଉଛି ଜିଲ୍ଲା ପରିକ୍ରମା କରି ସଚେତନତା ବାର୍ତ୍ତା ପ୍ରଚାର କରିବା। ଜଳସେଚନର ସୁଚାରୁରୂପେ ପରିଚାଳନା ଏବଂ ସଠିକ ଭାବେ କିପରି ଲୋକଙ୍କ ପାଖରେ ପହଞ୍ଚାଯାଇପାରିବ, ତାହା ସରକାରଙ୍କର ଏକ ସୁନ୍ଦର ପ୍ରୟାସ।

ଖୋର୍ଦ୍ଧା ଜିଲ୍ଲାରେ ମୋଟ ୫୫୦ ଗୋଟି ପାଣି ପଞ୍ଚାୟତ ଗଠନ ହୋଇଛି। ସେସବୁ ହେଲା: ଖୋର୍ଦ୍ଧା ଡିଭିଜନ-୨୨, ପ୍ରାଚୀ ଡିଭିଜନ-୧୫, ମାଇନର ଇରିଗେସନ ଡିଭିଜନ ୧୧୪, ଓଏଲଆଇସି, ଭୁବନେଶ୍ବର- ୩୩୯ ଟି ରହିଛି। ସେଥିମଧ୍ୟରୁ ୫୨୧ ଟି ନିର୍ବାଚିତ ହୋଇସାରିଛି। ଅବଶିଷ୍ଟ ଖାଲିଥିବା ଖୋର୍ଦ୍ଧା ଡିଭିଜନ-୧୦, ପ୍ରାଚୀ ଡିଭିଜନ-୦୫, ମାଇନର ଇରିଗେସନ ଡିଭିଜନ ୧୪ ଟି ପୂରଣ କରିବା ପାଇଁ ପଦକ୍ଷେପ ନିଆଯାଇଛି।

ଖୋର୍ଦ୍ଧା ଜଳସେଚନ ବିଭାଗ ପାଣି ପଞ୍ଚାୟତ ପକ୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026
Latest News

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.