Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫେବୃଆରୀ ୨୧ ରୁ ଆରମ୍ଭ ହେବ ଓଡିଶା ବିଧାନସଭାରେ ବଜେଟ ଅଧିବେଶନ
ଆଜିର ଖବର

ଫେବୃଆରୀ ୨୧ ରୁ ଆରମ୍ଭ ହେବ ଓଡିଶା ବିଧାନସଭାରେ ବଜେଟ ଅଧିବେଶନ

February 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଶା ବିଧାନସଭାର ବଜେଟ ଅଧିବେଶନକୁ ନେଇ ବଡ ଖବର ମିଳିଛି। ଗତକାଲି କେନ୍ଦ୍ର ବଜେଟ ଉପସ୍ଥାପନ ହୋଇଥିବା ବେଳେ ଚଳିତ ମାସ ୨୧ ତାରିଖରୁ ରାଜ୍ୟରେ ବଜେଟ ଅଧିବେଶନ ଆରମ୍ଭ ହେବ ବୋଲି ଜଣାପଡିଛି। ଏହି ଅଧିବଶନ ୨ ଟି ପର୍ଯ୍ୟାୟରେ ହେବ। ପ୍ରଥମ ପର୍ଯ୍ୟାୟର ବଜେଟ ଅଧିବେଶନ ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଫେବୃଆରୀ ୨୪ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନ କରିବେ।

ଓଡିଶା ବିଧାନସଭା ନିରଞ୍ଜନ ପୂଜାରୀ ବଜେଟ ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

ଏକ ବର୍ଷ ମଧ୍ୟରେ ମୋଦୀ ଛାଡିବେ ଗାଦି : ରାହୁଲ ଗାନ୍ଧୀ

May 26, 2026

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଦୁର୍ଘଟଣା : ୬ ମୃତ୍ୟୁ

May 26, 2026

ପୁଣି ବ୍ରହ୍ମପୁରରେ ଏନକାଉଣ୍ଟର

May 26, 2026

ସିଏନଜି ଦରରେ ବୃଦ୍ଧି

May 26, 2026
Latest News

ଏକ ବର୍ଷ ମଧ୍ୟରେ ମୋଦୀ ଛାଡିବେ ଗାଦି : ରାହୁଲ ଗାନ୍ଧୀ

May 26, 2026

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଦୁର୍ଘଟଣା : ୬ ମୃତ୍ୟୁ

May 26, 2026

ପୁଣି ବ୍ରହ୍ମପୁରରେ ଏନକାଉଣ୍ଟର

May 26, 2026

ନେଲ୍ ପଲିସ୍ ମଧ୍ୟ କର୍କଟ ରୋଗର କାରଣ ହୋଇପାରେ!

May 26, 2026

ସିଏନଜି ଦରରେ ବୃଦ୍ଧି

May 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.