Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନଙ୍କ ଶପଥଗ୍ରହଣ ଉତ୍ସବକୁ ମୋଦିଙ୍କୁ ନିମନ୍ତ୍ରଣ କଲା ବିଜେଡ଼ି
ଆଜିର ଖବର

ନବୀନଙ୍କ ଶପଥଗ୍ରହଣ ଉତ୍ସବକୁ ମୋଦିଙ୍କୁ ନିମନ୍ତ୍ରଣ କଲା ବିଜେଡ଼ି

May 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା ବୁଧବାର ଦିନ ଅନୁଷ୍ଠିତ ହେବ ନବୀନଙ୍କ ଶପଥ ଗ୍ରହଣ ସମାରୋହ । ଏଥିନେଇ ରାଜଭବନ ତରଫରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ ୫ମ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରୂପେ ଶପଥ ଗ୍ରହଣ ନେବେ । ଏଥି ସହିତ ବିଜେଡ଼ି ସରକାରର ନୂଆ ମନ୍ତ୍ରିମଣ୍ଡଳ ମଧ୍ୟ ଶପଥ ଗ୍ରହଣ କରିବେ । ୨୯ ତାରିଖ ସାଢ ୧୦ଟା ବେଳେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ରାଜଭବନ ପରିସରରେ ନ ହୋଇ ପ୍ରଦର୍ଶନୀ ପଡ଼ିଆରେ ଏହା ଅନୁଷ୍ଠିତ ହେବ । ତେବେ ଏହି ଶପଥ ଗ୍ରହଣ ସମାରୋହକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରାଯାଇଛି ।  ମୋଦିଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ନିମନ୍ତ୍ରଣ ଜଣାଇଛି ବିଜେଡ଼ି । ଏହି ଉତ୍ସବକୁ ଓଡ଼ିଶାର ସବୁ ସାଂସଦ ଓ ବିଧାୟକଙ୍କ ସମେତ ମହିଳା, ଚାଷୀ ଓ କେନ୍ଦୁପତ୍ର ତୋଳାଳି ସଂଗଠନ ସମେତ ବିଭିନ୍ନ ଦଳର ବରିଷ୍ଠ ନେତୃବୃନ୍ଦଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.