Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

February 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Madhu
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସରେ ଆଜି ସକାଳେ ରାଜ ଭବନସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତି ଓ ସୂଚନା ଓ ଲୋକସଂପର୍କ ବିଭାଗର ବରିଷ୍ଠ ଅଧିକାରୀମାନେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।

ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ବରିଷ୍ଠ ବିଧାୟକ ଶ୍ରୀ ସୁରେଶ ରାଉତରାୟ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉତ୍କଳ ସମ୍ମିଳନୀ ଓ ଅନ୍ୟାନ୍ୟ ଅନୁଷ୍ଠାନର କର୍ମକର୍ତ୍ତା ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ଉତ୍କଳଗୌରବ ମଧୁସୂଦନ ଦାସ ମଧୁସୂଦନ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026

ମୟୂରଭଞ୍ଜର ବାଉଁଶ ଚାଷୀକୁ ଆଇଏଫଡବ୍ଲ୍ୟୁସିଏସ୍ ପକ୍ଷରୁ “ପ୍ରମାଣ” ସାର୍ଟିଫିକେଟ୍ ପ୍ରଦାନ

September 30, 2026
Latest News

ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ

September 30, 2026

ବଦଳୁଥିବା ପାଗରେ କାଶ-ଥଣ୍ଡାରୁ ମୁକ୍ତି: ଆପଣାନ୍ତୁ ଏହି ୬ଟି ସହଜ ଓ ପ୍ରଭାବଶାଳୀ ଘରୋଇ ଉପଚାର

September 30, 2026

୬ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ପ୍ରଥମ ୩ ଦିନ ମାଗଣା ଦର୍ଶନ

September 30, 2026

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026

ଅକ୍ଟୋବର ୨ରୁ ୩୧ ପର୍ଯ୍ୟନ୍ତ ସରକାରଙ୍କ ସ୍ୱଚ୍ଛତା ଓ ବକେୟା କାର୍ଯ୍ୟ ହ୍ରାସ ଅଭିଯାନ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.