Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିକୁ ଝଟକା: ଟିଏମସି ରେ ଯୋଗ ଦେଲେ ଆଉ ଜଣେ ବିଧାୟକ
ଆଜିର ଖବର

ବିଜେପିକୁ ଝଟକା: ଟିଏମସି ରେ ଯୋଗ ଦେଲେ ଆଉ ଜଣେ ବିଧାୟକ

February 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା: ପଶ୍ଚିମବଙ୍ଗ ବିଜେପି ବିଧାୟକ ସୁମନ କାଞ୍ଜିଲାଲ ତୃଣମୂଳ କଂଗ୍ରେସ (ଟିଏମସି) ରେ ଯୋଗ ଦେଇଛନ୍ତି। ଟିଏମସି ଏକ ବିବୃତ୍ତିରେ ଏହି ସୂଚନା ଦେଇଛି। ଚଳିତ ବର୍ଷ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଥିବା ସମୟରେ କାଞ୍ଜିଲାଲ ବିଜେପି ଛାଡି ଟିଏମସିରେ ଯୋଗ ଦେଇଛନ୍ତି। ଟିଏମସି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ଦଳର ପତାକା ଅଲିପୁରଦ୍ଵାର ବିଧାୟକ କାଞ୍ଜିଲାଲଙ୍କୁ ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟ ମୁଖପାତ୍ର ସମିକ ଭଟ୍ଟାଚାର୍ଯ୍ୟ କହିଛନ୍ତି ଯେ, କାଞ୍ଜୀଲାଲ ବିଜେପି ଛାଡି ଏକ “ଦୁର୍ନୀତିଗ୍ରସ୍ତ” ସଂଗଠନରେ ଯୋଗଦେବା ଦଳ ଉପରେ ପ୍ରଭାବ ପକାଇବ ନାହିଁ।

ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଦଳ ଏହାର ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରେ କହିଛି ଯେ, ବଙ୍ଗଳାର ଆଉ ଜଣେ ବିଜେପି ବିଧାୟକ ସତ୍ୟକୁ ହୃଦୟଙ୍ଗମ କରିଛନ୍ତି କି ଲୋକଙ୍କ ସେବା କରିବା ପାଇଁ ବିଜେପିର ଉଦ୍ଦେଶ୍ୟ ନାହିଁ।

ସେ ୨୦୨୧ ନିର୍ବାଚନ ପରେ ଦଳ ବଦଳାଇବାରେ ପଶ୍ଚିମବଙ୍ଗ ବିଧାନସଭାର ଷଷ୍ଠ ବିଜେପି ସଦସ୍ୟ। ତେବେ ସେମାନଙ୍କ ମଧ୍ୟରୁ କେହି ବିଧାନସଭାରୁ ଇସ୍ତଫା ଦେଇନାହାଁନ୍ତି।

ତୃଣମୂଳ କଂଗ୍ରେସ ପଶ୍ଚିମବଙ୍ଗ ବିଜେପି ବିଧାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026
Latest News

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ପଶ୍ଚିମବଙ୍ଗରେ ପରାଜୟ ସ୍ୱୀକାର କଲା ଟିଏମସି: ତଥାପି ଗଣତି ପ୍ରକ୍ରିୟା ଉପରେ ଆଣିଲା ଗୁରୁତର ଅଭିଯୋଗ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.