Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀର ଅବକାରୀ ନୀତି ମାମଲାରେ ସିବିଆଇ ର କାର୍ଯ୍ୟାନୁଷ୍ଠାନ: କେସିଆର ଝିଅଙ୍କ ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟ ଗିରଫ
ଆଜିର ଖବର

ଦିଲ୍ଲୀର ଅବକାରୀ ନୀତି ମାମଲାରେ ସିବିଆଇ ର କାର୍ଯ୍ୟାନୁଷ୍ଠାନ: କେସିଆର ଝିଅଙ୍କ ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟ ଗିରଫ

February 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହାର ଅନୁସନ୍ଧାନକୁ ନେଇ ଆଜି ଦିଲ୍ଲୀ ଅବକାରୀ ନୀତି ମାମଲାରେ ତେଲେଙ୍ଗାନାରୁ ଜଣେ ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟଙ୍କୁ ଗିରଫ କରିଛି। ଗିରଫ ଆକାଉଣ୍ଟାଣ୍ଟ ପୂର୍ବରୁ କେ.ଆର.ସି.ଙ୍କ ଝିଅ କେ.କବିତାଙ୍କ ସହ କାମ କରୁଥିଲେ।

ସିବିଆଇ ସୂତ୍ରରୁ ପ୍ରକାଶ ଯେ, ହାଇଦ୍ରାବାଦ ସ୍ଥିତ ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟ ବୁଚିବାବୁ ଗୋରଣ୍ଟଲାଙ୍କୁ ଦିଲ୍ଲୀ ଅବକାରୀ ନୀତି ପ୍ରଣୟନ ତଥା କାର୍ଯ୍ୟକାରୀ କରିବାରେ ତାଙ୍କର ଭୂମିକା ଥିବାରୁ ତାଙ୍କୁ ଆଜି କୋର୍ଟରେ ହାଜର କରାଯିବ।

ଅବକାରୀ ନୀତି ମାମଲା ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟ ସିବିଆଇ
Share. Facebook Twitter LinkedIn Email WhatsApp Copy Link

Related Posts

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026

ସ୍ୱାଧୀନତା ଦିବସରେ BSNLର ‘୧ ଟଙ୍କା ଫ୍ରିଡମ୍ ଅଫର୍’; ଦୈନିକ ୧ଜିବି ଡାଟା ଓ ଅସୀମିତ କଲ୍ ସୁବିଧା

August 15, 2026
Latest News

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026

ସ୍ୱାଧୀନତା ଦିବସରେ BSNLର ‘୧ ଟଙ୍କା ଫ୍ରିଡମ୍ ଅଫର୍’; ଦୈନିକ ୧ଜିବି ଡାଟା ଓ ଅସୀମିତ କଲ୍ ସୁବିଧା

August 15, 2026

ଟେଲିଭିଜନ ଚ୍ୟାନେଲ ପାଇଁ ୧୨ ମିନିଟର ବିଜ୍ଞାପନ ସମୟସୀମା ଉଚ୍ଛେଦ କଲେ ସରକାର

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.