Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରସୁଗୁଡା ଯିବେ ନବୀନ, ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଦେବେ ଯୋଗ
ଆଜିର ଖବର

ଝାରସୁଗୁଡା ଯିବେ ନବୀନ, ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଦେବେ ଯୋଗ

February 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen Patnaik
ଆସନ୍ତାକାଲି ଝାରସୁଗୁଡା ଯିବେ ନବୀନ, ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଦେବେ ଯୋଗ

ଭୁବନେଶ୍ବର: ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡା ଗସ୍ତ କରିବେ। କାରଣ ହେଲା ଆସନ୍ତାକାଲି ଗୁରୁବାରରେ ମନ୍ତ୍ରୀ ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଛି। ସେହି ସଭାରେ ଯୋଗଦେବା ପାଇଁ ନବୀନ ଯିବେ ବୋଲି ଜଣାପଡିଛି। ଏଥିପାଇଁ ଝାରସୁଗୁଡା ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

କେବେଳ ମୁଖ୍ୟମନ୍ତ୍ରୀ ନୁହେଁ, ଆସନ୍ତାକାଲି ପ୍ରାୟ ରାଜ୍ୟର ସମସ୍ତ ମନ୍ତ୍ରୀ ଏହି ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଅନେକ ବିଧାୟକ ଏବଂ ସାଂସଦମାନେ ମଧ୍ୟ ଏହି ସଭାରେ ଯୋଗଦେବେ। ଏହି ସଭାକୁ ଠିକ ଭାବରେ ପରିଚାଳନା କରିବା ପାଇଁ ପୂର୍ବରୁ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ସେଠାରେ ଅଛନ୍ତି।

Naba Das ନବ ଦାସ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଡେଡ୍‌ଲାଇନ୍‌ ପରେ ବି ଶେଷ ହୋଇନି ଏସ୍‌ସିବି ପ୍ରକଳ୍ପ, ସ୍ଥିତି ସ୍ପଷ୍ଟ କଲେ ମନ୍ତ୍ରୀ

June 28, 2026
Latest News

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.