Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ସ୍ୱାମୀ ପ୍ରସାଦ ମୌର୍ଯ୍ୟ, ଜାଣନ୍ତୁ କାରଣ
ଆଜିର ଖବର

ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ସ୍ୱାମୀ ପ୍ରସାଦ ମୌର୍ଯ୍ୟ, ଜାଣନ୍ତୁ କାରଣ

February 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ଏମଏଲସି ସ୍ଵାମୀ ପ୍ରସାଦ ମୌର୍ଯ୍ୟ ଗତ କିଛି ଦିନ ଧରି ରାମଚରିତମାନସ ଉପରେ ବିବାଦୀୟ ବିବୃତ୍ତି ଦେଇ ଚର୍ଚ୍ଚାରେ ଅଛନ୍ତି। ବର୍ତ୍ତମାନ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାମଚରିତମାନସର ସେହି ପଦଗୁଡ଼ିକୁ ପରିବର୍ତ୍ତନ କିମ୍ବା ନିଷିଦ୍ଧ କରିବାକୁ ଦାବି କରିଛନ୍ତି।

ଏସପି ନେତା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତାଙ୍କ ପତ୍ରରେ ଲେଖିଛନ୍ତି ଯେ, ରାମଚରିତମାନସର କିଛି ଚୌପାଇରେ ଆପତ୍ତିଜନକ ଅଂଶ ଯେଉଁଥିରେ ସମସ୍ତ ମହିଳା, ଆଦିବାସୀ, ଦଳିତ ତଥା ପଛୁଆବର୍ଗଙ୍କୁ ସାମାଜିକ, ଧାର୍ମିକ ସ୍ତରରେ ପ୍ରତିଦିନ ଅପମାନିତ ହେବାକୁ ପଡିଥାଏ। ପୀଡିତ ଶ୍ରେଣୀଙ୍କୁ ସମ୍ମାନ ଦେବା ପାଇଁ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଏହା ପରିବର୍ତ୍ତିତ/ ନିଷେଧ କରିବା ଲାଗି ଚିଠିରେ ନିବେଦନ କରାଯାଇଛି।

ଏହି ପତ୍ରରେ ସ୍ଵାମୀ ପ୍ରସାଦ ମୌର୍ଯ୍ୟ କହିଛନ୍ତି ଯେ, ଆମେ ନିଶ୍ଚିତ ଯେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଏହି ସମଗ୍ର ଘଟଣାର ଗମ୍ଭୀରତାକୁ ଜାଣି ଦେଶର ସମସ୍ତ ଆଦିବାସୀ, ମହିଳା, ପଛୁଆ ତଥା ଦଳିତଙ୍କ କାରଣକୁ ସୁରକ୍ଷିତ ରଖିବା ପାଇଁ କାର୍ଯ୍ୟ କରିବେ। ଆଜି ତଥାକଥିତ ବୁଦ୍ଧିଜୀବୀମାନେ ମୋର ଦାବିକୁ ବିକୃତ କରିବାର କାର୍ଯ୍ୟ କରୁଛନ୍ତି।

ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀ ମୋଦୀ ରାମଚରିତମାନସ ରାଷ୍ଟ୍ରପତି ସ୍ୱାମୀ ପ୍ରସାଦ ମୌର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026
Latest News

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.