Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଶନ ଶକ୍ତି ପକ୍ଷରୁ ପୁରୁଷୋତ୍ତମପୁରରେ ଋଣ ମେଳା ଅନୁଷ୍ଠିତ
ଆଜିର ଖବର

ମିଶନ ଶକ୍ତି ପକ୍ଷରୁ ପୁରୁଷୋତ୍ତମପୁରରେ ଋଣ ମେଳା ଅନୁଷ୍ଠିତ

February 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ପୁରୁଷୋତ୍ତମପୁର: ଗଂଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକରେ ମିଶନ ଶକ୍ତି ପକ୍ଷରୁ ଋଣ ମେଳା ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ୮୩୩ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୩ କୋଟି ୧୬ ଲକ୍ଷ ଟଙ୍କା ରୁଣ ପ୍ରଦାନ କରାଯାଇଛି। ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଖଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, କବିସୂର୍ଯ୍ୟ ନଗର ବିଧାୟିକା ଲତିକା ପ୍ରଧାନ, ବ୍ଳକ ଅଧ୍ୟକ୍ଷା ପିଙ୍କି ବେହେରା ଓ ଏନ୍ ଏ ସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ ପ୍ରମୁଖ ଯୋଗ ଦେଇ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କୁ ସ୍ବାବଲମ୍ବୀ ହେବା ସହ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଲୋକ ପ୍ରତିନିଧି ଓ ସ୍ବେଚ୍ଛାସେବୀ ମାନେ ସହଯୋଗ କରିଥିଲେ।

ଋଣ ମେଳା ପୁରୁଷୋତ୍ତମପୁର ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମିଶନ ଶକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Latest News

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.