Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Exclusive: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

Exclusive: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
President India
Exclusive: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆଜି ଭୁବନେଶ୍ବରର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁ ସେନାର ଏକ ସ୍ବତନ୍ତ୍ର ବିମାନରେ ସେ ନିର୍ଦ୍ଧାରିତ ସମୟରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ।

ଏଥିସହିତ ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ସେ ବିମାନ ବନ୍ଦରରୁ ସିଧା ଉତ୍କଳ ମଣ୍ଡପକୁ ଗସ୍ତ କରିଛନ୍ତି। ସେଠାରେ ସେ ଜ୍ଞାନପିଠ ମିଶନର ପ୍ରତିଷ୍ଠା ଦିବସରେ ଯୋଗଦେବେ।

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026
Latest News

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.