Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଡକ ସୁରକ୍ଷା ସଚେତନତା ପଦଯାତ୍ରା ଏବଂ ରକ୍ତ ଦାନ ଶିବିର ଅନୁଷ୍ଠିତ
ଆଜିର ଖବର

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଡକ ସୁରକ୍ଷା ସଚେତନତା ପଦଯାତ୍ରା ଏବଂ ରକ୍ତ ଦାନ ଶିବିର ଅନୁଷ୍ଠିତ

February 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜିଲ୍ଲା ଆଇନ ସେବା ପ୍ରାଧିକରଣ,ଖୋର୍ଦ୍ଧା,ଭୁବନେଶ୍ୱର ଓ କମିଶନରେଟ୍ ପୋଲିସ,ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏକ ବିଶାଳ ସଡକ ସୁରକ୍ଷା ସଚେତନତା ପଦଯାତ୍ରା ଏବଂ ରକ୍ତଦାନ ଶିବିର ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍ ନିଶିଥ୍ ନିଶାଙ୍କ, କମିଶନରେଟ୍ ପୋଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏବଂ ଡିସିପି ପ୍ରତୀକ ସିଂ ଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ପୋଲିସ୍ ଟ୍ରାଫିକ୍ ପ୍ରଶାସନର ସମସ୍ତ କର୍ମଚାରୀ ଓ ପଦାଧିକାରୀ , ଆଇନଜୀବୀ, ବିଚାର ବିଭାଗୀୟ ଅଧିକାରୀ, ପାରା ଲିଗାଲ କର୍ମୀ ଏବଂ ସାଧାରଣ ଜନତା ଅଂଶ ଗ୍ରହଣ କରି ଜନସାଧାରଣଙ୍କୁ ସଡକ ସୁରକ୍ଷା ଆଇନ୍ କାନୁନର ଅନୁପାଳନ, ଏହାର ସୁଫଳ ପ୍ରଚାର ସହ ଏବଂ ବିଭିନ୍ନ ପ୍ଲାକାର୍ଡ ଧରି ସଦର ମହକୁମା ପରିକ୍ରମା କରିଥିଲେ।

ପ୍ରାଧିକରଣ କର୍ତ୍ତୃପକ୍ଷ ରକ୍ତଦାନ କାର୍ଯ୍ୟକ୍ରମ ପରିଦର୍ଶନ କରି କମିଶନରେଟ୍ ପୋଲିସର ଏଭଳି ଉଦ୍ୟମକୁ ଭୂୟଶୀ ପ୍ରଶଂସା କରିବା ସହ ଜନସାଧାରଣଙ୍କ ସହ ସବୁବେଳେ ଯୋଡି ହୋଇ ସାଧାରଣ ଜନତାଙ୍କୁ ସେବା ଯୋଗାଇଦେବାକୁ ଅନୁରୋଧ କରିଥିଲେ।

ଶେଷରେ ପ୍ରାଧିକରଣଙ୍କ ସଚିବ ସୌଦାମିନି ସିଂ ସମାବେଶରେ ଯୋଗଦେଇଥିବା ସମସ୍ତ ଅଂଶଗ୍ରହଣକାରୀ, ପଦାଧିକାରୀ,ମହିଳା, ଆଇନଜୀବୀ, ପୋଲିସ, ଗଣମାଧ୍ୟମ ପ୍ରତିନିଧି, ପାରାଲିଗାଲ ସ୍ୱେଚ୍ଛାସେବୀମାନଙ୍କୁ ଧନ୍ୟବାଦ ଦେବା ସହ କାର୍ଯ୍ୟକ୍ରମକୁ ସଫଳ କରିବାରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ।

ଜିଲ୍ଲା ଆଇନ ସେବା ପ୍ରାଧିକରଣ ରକ୍ତ ଦାନ ଶିବିର ସଚେତନତା ପଦଯାତ୍ରା ସଡକ ସୁରକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.