Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗର ଦୁଇ ଐତିହାସିକ ମସଜିଦ୍‌ରେ ମହିଳାଙ୍କୁ ନମାଜ ପଢିବା ପାଇଁ ମିଳିଲା ଅନୁମତି
ଆଜିର ଖବର

ପଶ୍ଚିମବଙ୍ଗର ଦୁଇ ଐତିହାସିକ ମସଜିଦ୍‌ରେ ମହିଳାଙ୍କୁ ନମାଜ ପଢିବା ପାଇଁ ମିଳିଲା ଅନୁମତି

May 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
AppleMark

ପଶ୍ଚିମବଙ୍ଗର ରାଜଧାନୀ କୋଲକାତାଠାରେ ଦୁଇ ଐତିହାସିକ ମସଜିଦ୍‌ ଯଥାକ୍ରମେ ନଖୋଡା ମସ୍‌ଜିଦ୍‌ ଓ ଟିପୁ ସୁଲତାନ୍‌ ମସଜିଦ୍‌ରେ ମହିଳାଙ୍କୁ ନମାଜ୍‌ ପଢିବାର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏହି ଦୁଇ ମସ୍‌ଜିଦ୍‌ରେ ମହିଳାଙ୍କ ପାଇଁ ଅଲଗା ଅଲଗା ହଲ୍‌ କରାଯାଉଛି, ଯେଉଁଠି ସେମାନେ ନମାଜ୍‌ ପାଠ କରିପାରିବେ। ଏହା ସହିତ ମହିଳାଙ୍କ ପାଇଁ ସ୍ବତନ୍ତ୍ର ପ୍ରବେଶର ବ୍ୟବସ୍ଥା ସହିତ ଶୌଚାଳୟର ମଧ୍ୟ ବ୍ୟବସ୍ଥା କରାଯାଉଛି। ବଙ୍ଗର ଇମାମ୍‌ ଆସୋସିଏସନ୍‌ ଲିଖିତ ଦାବି ଦ୍ବାରା ଏହି ଦୁଇ ମସଜିଦ୍‌ର କମିଟି ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଉଛନ୍ତି। ନଖୋଡ଼ା ମସଜିଦ୍‌ ବାଦୀ ମସ୍‌ଜିଦ୍‌ ରୂପେ ପରିଚିତ। ଦୁଇ ମସଜିଦ୍‌ରେ ମହିଳାଙ୍କ ନମାଜ ପାଠ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ପାଇଁ କୋଲକାତା ନଗର ନିଗମଙ୍କୁ ସୂଚନା ଦିଆଯାଇଛି। ନଗର ନିଗମ ତରଫରୁ ଏହି ଦୁଇ ମସଜିଦ୍‌ରେ ମହିଳା ଓ ଦିବ୍ୟାଙ୍ଗ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ଦିଗରେ ପଦକ୍ଷେପ ନେଉଛନ୍ତି।

masjid namaj thesamikhsya westbengal women
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.