Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫହାଦ ଅହମ୍ମଦଙ୍କ ସହ ଗୁପ୍ତ ବିବାହ କଲେ ସ୍ୱରା ଭାସ୍କର: ସେୟାର କଲେ କୋର୍ଟ ପ୍ରମାଣପତ୍ର
ଆଜିର ଖବର

ଫହାଦ ଅହମ୍ମଦଙ୍କ ସହ ଗୁପ୍ତ ବିବାହ କଲେ ସ୍ୱରା ଭାସ୍କର: ସେୟାର କଲେ କୋର୍ଟ ପ୍ରମାଣପତ୍ର

February 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସ୍ୱରା ଭାସ୍କର ତାଙ୍କ ସମ୍ପର୍କକୁ ନେଇ ଗତ କିଛି ଦିନ ହେବ ଚର୍ଚ୍ଚାରେ ରହିଆସିଛନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ସେ ନିଜେ ନିଶ୍ଚିତ କରିଛନ୍ତି ଯେ, ସେ ରାଜନୈତିକ କାର୍ଯ୍ୟକର୍ତ୍ତା ଫହାଦ ଜିରାର ଅହମ୍ମଦଙ୍କ ସହ କୋର୍ଟ ବିବାହ କରିଛନ୍ତି। ଏ ବିଷୟରେ ସୂଚନା ଦେଇ ସ୍ୱରା ଭାସ୍କର ମଧ୍ୟ ଫହାଦଙ୍କ ପାଇଁ ଏକ ସ୍ୱତନ୍ତ୍ର ନୋଟ୍ ସେୟାର କରିଛନ୍ତି।

https://www.instagram.com/reel/CouLeOhA8-d/?utm_source=ig_embed&ig_rid=aad3351f-a7c3-4425-886c-084b00a4da1d

ସ୍ୱରା ନିଜ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ୨ ମିନିଟ୍ ୪ ସେକେଣ୍ଡର ଏକ ଭିଡିଓ ସେୟାର୍ କରିଛନ୍ତି, ଯାହା ମାଧ୍ୟମରେ ସେ କହିଛନ୍ତି ଯେ, ଉଭୟେ କିପରି ଅନେକ ଗତିବିଧିରେ ସ୍ୱର ଉତ୍ତୋଳନ କରିଥିଲେ ଏବଂ କିପରି ସେମାନଙ୍କ ସମ୍ପର୍କ ଧୀରେ ଧୀରେ ବଦଳିଗଲା ଏବଂ ଆଜି ଏହି ସ୍ଥିତିରେ ପହଞ୍ଚିଲା।

ସ୍ୱରା ଭାସ୍କର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

September 17, 2025
Latest News

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.