Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଂକିଆ: କୂଅରେ ପଡି ୮ ବର୍ଷ ନାବାଳକର ମୃତ୍ୟୁ
ଆଜିର ଖବର

ଜଂକିଆ: କୂଅରେ ପଡି ୮ ବର୍ଷ ନାବାଳକର ମୃତ୍ୟୁ

February 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଂକିଆ: ଖୋର୍ଦ୍ଧା ଜିଲ୍ଲା ଜଂକିଆ ଥାନା ଅନ୍ତର୍ଗତ ରମାବିଲି ଗାଁ ନିକଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କୂଅରେ ପଡି ଜଣେ ୮ବର୍ଷ ନାବାଳକର ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତକ ଜଣଙ୍କ ଜଂକିଆ ଗ୍ରାମର ବାୟା ବେହେରାଙ୍କ ନାତି ବବୁଲ ବେହେରା ବୋଲି ଜଣା ପଡିଛି।

ନାବାଳକ ଜଣଙ୍କ ତାର ପରିବାର ଲୋକଙ୍କ ସହିତ ଶିବରାତ୍ରିରେ ମନ୍ଦିରକୁ ଦୀପ ଜାଳିବାକୁ ରମାବିଲି ମନ୍ଦିରକୁ ଯାଇଥିଲେ। ବାଳକ ଜଣଙ୍କ ରାସ୍ତା ଜାଣିନପାରି ମନ୍ଦିର ନିକଟରେ ଥିବା ଏକ କୂଅରେ ଖସିପଡିଥିଲେ। ବହୁ ଖୋଜା ଖୋଜି ପରେ ନାବାଳକଙ୍କୁ ନପାଇ ବିଭିନ୍ନ ସ୍ଥାନରେ ଖୋଜା ଖୋଜି କରିଥିଲେ। ଖବର ପାଇ ମନ୍ଦିର ନିକଟ କୂଅରୁ ସ୍ଥାନୀୟ ଲୋକେ ନାବାଳକକୁ ଉଦ୍ଧାର କରି ଖୋର୍ଦ୍ଧା ମେଡ଼ିକାଲକୁ ପଠାଇଥିବା ବେଳେ ଡାକ୍ତର ସେଠାରେ ମୃତ୍ୟୁ ଘୋଷଣା କରିଥିଲେ।

ଜଂକିଆ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି। ନାଵାଳକର ମୃତ୍ୟୁରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି।

ଖୋର୍ଦ୍ଧା ଜିଲ୍ଲା ଜଂକିଆ ଥାନା ନାବାଳକର ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.