Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ହକି ଦଳ ଘୋଷିତ, ୧୮ ଜଣିଆ ଟିମ୍‌ରେ ଦୁଇ ଓଡ଼ିଆ
ଆଜିର ଖବର

ଭାରତୀୟ ହକି ଦଳ ଘୋଷିତ, ୧୮ ଜଣିଆ ଟିମ୍‌ରେ ଦୁଇ ଓଡ଼ିଆ

May 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଏଫ୍‌ଆଇଏଚ୍‌ ପାଇଁ ପୁରୁଷ ହକି ସିରିଜ ଫାଇନାଲ ପାଇଁ ଭାରତୀୟ ଦଳ ଘୋଷିତ।୧୮ ଜଣିଆ ଭାରତୀୟ ଦଳରେ ୨ ଓଡ଼ିଆ ସାମିଲ୍‌ ହୋଇଛନ୍ତି।ବୀରେନ୍ଦ୍ର ଲାକ୍ରା ଓ ଅମିତ୍‌ ରୋହି ଦାସ ଦଳରେ ସ୍ଥାନ ପାଇଛନ୍ତି। ବୀରେନ୍ଦ୍ର ଲାକ୍ରା ଦଳର ଉପଅଧିନାୟକ ଭାବେ ରହିଛନ୍ତି। ଆସନ୍ତା ଜୁନ୍‌ ୬ରୁ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ୍‌ରେ ହେବ ସିରିଜ୍‌।

୧୮ଜଣିଆ ଭାରତୀୟ ଟିମ୍‌ –

ଗୋଲ୍‌କିପର୍‌ : କ୍ରିଷାନ୍‌ ବି ପାଠକ, ପିଆର୍‌ ଶ୍ରୀଜେଶ୍‌

ଡିଫେଣ୍ଡର୍ସ : ରୁପିନ୍ଦର ପାଲ୍‌ ସିଂ, ସୁରେନ୍ଦ୍ର କୁମାର, ହରମନପ୍ରୀତି ସିଂ, ବିରେନ୍ଦ୍ର ଲାକ୍ରା (ଉପ ଅଧିନାୟକ), ଗୁରିନ୍ଦର ସିଂ, ଅମିତ୍‌ ରୋହିଦାସ

ମିଡ୍‌ଫିଲ୍‌ଡର୍ସ : ହାର୍ଦ୍ଦିକ୍‌ ସିଂ, ମନପ୍ରୀତ ସିଂ (ଅଧିନାୟକ), ସୁମିତ୍‌, ବିବେକ ସାଗର ପ୍ରସାଦ, ନୀଳକଣ୍ଠ ଶର୍ମା

ଫରଓ୍ବାଡସ୍‌ : ମନଦୀପ ସିଂ, ଗୁରୁସାହିବଜିତ୍‌ ସିଂ, ଆକାଶଦୀପ୍‌ ସିଂ, ସିମରନ୍‌ଜିତ୍‌ ସିଂ, ରମନଦୀପ ସିଂ

Share. Facebook Twitter LinkedIn Email WhatsApp Copy Link

Related Posts

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026

ମଙ୍ଗଳାଯୋଡି ଇକୋ ଟୁରିଜିମ ସ୍ଥଳ ପରିଦର୍ଶନ କଲେ ରାଜ୍ୟପାଳ

January 16, 2026
Latest News

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.