Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନନ୍ତନାଗରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ : ୨ ଆତଙ୍କୀ ନିହତ
ଆଜିର ଖବର

ଅନନ୍ତନାଗରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ : ୨ ଆତଙ୍କୀ ନିହତ

May 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ କାଶ୍ମୀରରେ ଅନନ୍ତନାଗର କୋକରନାଗରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ ଜାରୀ ରହିଛି। ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦୁଇ ଜଣ ଆତଙ୍କବାଦୀଙ୍କୁ ନିପାତ କରିଛି। ସୂଚନାଯୋଗ୍ୟ, ଅନନ୍ତନାଗର କୋକରନାଗରେ ଆତଙ୍କୀମାନେ ଲୁଚି ରହିଥିବା ସୂଚନା ମିଳିଥିଲା। ଏହା ପରେ ସେନା, ସିଆରପିଏଫ ଏବଂ ଏସଓଜି ସଂଯୁକ୍ତ ଭାବରେ ସର୍ଚ୍ଚ ଅପରେସନ୍‌ କରିଥିଲା। ଆତଙ୍କୀଙ୍କ ତରଫରୁ ସୁରକ୍ଷା କର୍ମୀଙ୍କୁ ପ୍ରଥେମ ଆକ୍ରମଣ କରାଯାଇଥିଲା। ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ହିଣ୍ଡେନବର୍ଗ ମାମଲା: ସମସ୍ତ ଅଭିଯୋଗ ଭିତ୍ତିହୀନ, ଆଦାନୀ ଗ୍ରୁପକୁ କ୍ଲିନ୍ ଚିଟ୍ ଦେଲା ସେବି

September 18, 2025

ଢୋଲକିଆଙ୍କ ପରଲୋକ ପରେ ବିଜେଡିର ଖସିଗଲା ଗୋଟିଏ ଆସନ, କଣ ହେବ କଂଗ୍ରେସର ଅନାସ୍ଥା ଗଣିତ

September 18, 2025

ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

September 18, 2025

ନିଶା କାରବାର ବିରୋଧରେ ଟ୍ରମ୍ପଙ୍କ କାର୍ଯ୍ୟାନୁଷ୍ଠାନ, ବାତିଲ କଲେ ଏହି ଭାରତୀୟ ଅଧିକାରୀଙ୍କ ଭିସା

September 18, 2025
Latest News

ହିଣ୍ଡେନବର୍ଗ ମାମଲା: ସମସ୍ତ ଅଭିଯୋଗ ଭିତ୍ତିହୀନ, ଆଦାନୀ ଗ୍ରୁପକୁ କ୍ଲିନ୍ ଚିଟ୍ ଦେଲା ସେବି

September 18, 2025

ଢୋଲକିଆଙ୍କ ପରଲୋକ ପରେ ବିଜେଡିର ଖସିଗଲା ଗୋଟିଏ ଆସନ, କଣ ହେବ କଂଗ୍ରେସର ଅନାସ୍ଥା ଗଣିତ

September 18, 2025

ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

September 18, 2025

ନିଶା କାରବାର ବିରୋଧରେ ଟ୍ରମ୍ପଙ୍କ କାର୍ଯ୍ୟାନୁଷ୍ଠାନ, ବାତିଲ କଲେ ଏହି ଭାରତୀୟ ଅଧିକାରୀଙ୍କ ଭିସା

September 18, 2025

ଓଡିଶା ରାଜନୀତିରେ ହଲଚଲ, ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ, ସମର୍ଥନ ପାଇଁ ବିଜେଡି ବିଧାୟକଙ୍କୁ ସାକ୍ଷାତ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.