Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରୋଧୀ ଦଳ ନେତାଙ୍କୁ ଆକ୍ଷେପ କରି ସାମ୍ବିଧାନିକ ପଦକୁ ନଷ୍ଟ କରିଛି ବିଜେଡି : ସୋନାଲୀ ସାହୁ
ଆଜିର ଖବର

ବିରୋଧୀ ଦଳ ନେତାଙ୍କୁ ଆକ୍ଷେପ କରି ସାମ୍ବିଧାନିକ ପଦକୁ ନଷ୍ଟ କରିଛି ବିଜେଡି : ସୋନାଲୀ ସାହୁ

February 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
SonaliSahoo
ବିରୋଧୀ ଦଳ ନେତାଙ୍କୁ ଆକ୍ଷେପ କରି ସାମ୍ବିଧାନିକ ପଦକୁ ନଷ୍ଟ କରିଛି ବିଜେଡି : ସୋନାଲୀ ସାହୁ

ଭୁବନେଶ୍ୱର : ବିରୋଧୀ ଦଳ ନେତାଙ୍କୁ ବ୍ୟକ୍ତିଗତ ଆକ୍ଷେପ କରି ବିଜୁ ଜନତା ଦଳର ନେତା, ବିଧାୟକ, ସାଂସଦ ଓ ମନ୍ତ୍ରୀମାନେ ପାଗଳ ବୋଲି କହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଏହା ଦ୍ୱାରା ସାମ୍ବିଧାନିକ ପଦର ଗାରିମାକୁ ନଷ୍ଟ କରାଯାଇଛି ବୋଲି ରାଜ୍ୟ ମୁଖପାତ୍ର ଶ୍ରୀମତୀ ସୋନାଲୀ ସାହୁ କହିଛନ୍ତି ।

ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଅସୁସ୍ଥ ଥିବା ସତ୍ୱେ ବିଧାନସଭାକୁ ଆସି ନିଜ ସାମ୍ବିଧାନିକ ଦାୟୀତ୍ୱ ନିର୍ବାହ କରୁଛନ୍ତି । ଅନ୍ୟ ପଟେ ଦଳୀୟ କାର୍ଯ୍ୟରେ ଯୋଗ ଦେବା ପାଇଁ ବିଭିନ୍ନ ସ୍ଥାନ ଗସ୍ତ କରୁଥିବା ମୁଖ୍ୟମନ୍ତ୍ରୀ ବିଧାନସଭାକୁ ଆସିବା ପାଇଁ କୁଂଠାବୋଧ କରୁଛନ୍ତି କାହିଁକି ବୋଲି ଶ୍ରୀମତୀ ସାହୁ ପ୍ରଶ୍ନ କରିଛନ୍ତି ।

ଜୟ ନାରାୟଣ ମିଶ୍ର ବିଜେପି ସୋନାଲି ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026
Latest News

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.