Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଡୁଆରେ ଟିଏମ୍‌ସି : ବିଜେପିରେ ମିଶିଲେ ଶୁଭ୍ରାଂଶୁ ରାୟଙ୍କ ସମେତ ତିନି ବିଧାୟକ
ଆଜିର ଖବର

ଅଡୁଆରେ ଟିଏମ୍‌ସି : ବିଜେପିରେ ମିଶିଲେ ଶୁଭ୍ରାଂଶୁ ରାୟଙ୍କ ସମେତ ତିନି ବିଧାୟକ

May 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

୨୦୧୯ ସାଧାରଣ ନିର୍ବାଚନରେ ବିଜେପିର ବିପୁଳ ଜନସମର୍ଥନରେ ବହୁ ଆଞ୍ଚଳିକ ଦଳ ଘାଇଲା ହୋଇଛନ୍ତି । ପଶ୍ଚିମବଙ୍ଗର ଟିଏମ୍‌ସିଙ୍କୁ ତ ବହୁତ ଝଟ୍‌କା ମିଳିଛି । ମଙ୍ଗଳବାର ଦିନ  ମୁକୁଲ ରାୟଙ୍କ ପୁତ୍ର ଶୁଭ୍ରାଂଶୁ ରାୟଙ୍କ ସମେତ ଟିଏମସିର ୨ଜଣ ବିଧାୟକ ଓ ଜଣେ ସିପିଏମ୍ ବିଧାୟକ ବିଜେପିରେ ସାମିଲ୍‌ ହୋଇଛନ୍ତି । ସେହିପରି ଟିଏମସିର ୫୦ରୁ ୬୦ ଜଣ କାଉନସିଲର୍ ଦଳ ଛାଡ଼ି ବିଜେପିରେ ମିଶିଛନ୍ତି। ସେମାନେ ମମତାଙ୍କ କାର୍ଯ୍ୟଶୈଳୀକୁ ପସନ୍ଦ କରନ୍ତି କିନ୍ତୁ ପଶ୍ଚିମବଙ୍ଗରେ ବିଜେପିର ସ୍ଥିତି ସୁଦୃଢ ଦେଖି ପ୍ରାୟ ୫୦ରୁ ଉର୍ଦ୍ଧ୍ବ  କାଉନସିଲ୍‌ର ବିଜେପିରେ ମିଶିବା ପାଇଁ ଦିଲ୍ଲୀରେ ଆସି ପହଞ୍ଚିଥିଲେ। ପଶ୍ଚିମବଙ୍ଗରେ ବିଜେପି ଭଲ ପ୍ରଦର୍ଶନ କରିବା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀରେ ଅନୁପ୍ରାଣିତ ହୋଇ ସେମାନେ ପଦ୍ମ ଧରିବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି।” ଚଳିତ ଲୋକସଭା ନିର୍ବାଚନରେ ପଶ୍ଚିମବଙ୍ଗର ୪୨ଟି ଲୋକସଭା ଆସନରୁ ବିଜେପି ୧୮ଟିରେ ଜିତିଥିବା ବେଳେ ଟିଏମସି ୨୨ଟିରେ ସୀମିତ ରହିଛି। ୨୦୧୪ରେ ବିଜେପି ଏଠାରେ ମାତ୍ର ୨ଟି ଆସନ ଜିତିଥିଲା ଏବଂ ଟିଏମସି ୩୪ଟି ସାଂସଦ ଲୋକସଭାକୁ ପଠାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଢୋଲକିଆଙ୍କ ପରଲୋକ ପରେ ବିଜେଡିର ଖସିଗଲା ଗୋଟିଏ ଆସନ, କଣ ହେବ କଂଗ୍ରେସର ଅନାସ୍ଥା ଗଣିତ

September 18, 2025

ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

September 18, 2025

ନିଶା କାରବାର ବିରୋଧରେ ଟ୍ରମ୍ପଙ୍କ କାର୍ଯ୍ୟାନୁଷ୍ଠାନ, ବାତିଲ କଲେ ଏହି ଭାରତୀୟ ଅଧିକାରୀଙ୍କ ଭିସା

September 18, 2025

ବିଧାୟକଙ୍କ ପ୍ୟାଣ୍ଟ ସାର୍ଟ ଚୋରୀ, ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ନେତା କାଡାମ

September 18, 2025
Latest News

ଢୋଲକିଆଙ୍କ ପରଲୋକ ପରେ ବିଜେଡିର ଖସିଗଲା ଗୋଟିଏ ଆସନ, କଣ ହେବ କଂଗ୍ରେସର ଅନାସ୍ଥା ଗଣିତ

September 18, 2025

ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

September 18, 2025

ନିଶା କାରବାର ବିରୋଧରେ ଟ୍ରମ୍ପଙ୍କ କାର୍ଯ୍ୟାନୁଷ୍ଠାନ, ବାତିଲ କଲେ ଏହି ଭାରତୀୟ ଅଧିକାରୀଙ୍କ ଭିସା

September 18, 2025

ଓଡିଶା ରାଜନୀତିରେ ହଲଚଲ, ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ, ସମର୍ଥନ ପାଇଁ ବିଜେଡି ବିଧାୟକଙ୍କୁ ସାକ୍ଷାତ

September 18, 2025

ବିଧାୟକଙ୍କ ପ୍ୟାଣ୍ଟ ସାର୍ଟ ଚୋରୀ, ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ନେତା କାଡାମ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.