Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାନ୍ଦପୁର: ୧୬ ନଂ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା, ଗୋଟିଏ ପରିବାରର ୩ ଗୁରୁତର
ଆଜିର ଖବର

ଚାନ୍ଦପୁର: ୧୬ ନଂ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା, ଗୋଟିଏ ପରିବାରର ୩ ଗୁରୁତର

February 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାନ୍ଦପୁର: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଗୋଟିଏ ପରିବାରର ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଆଜି ଦୁହେଁ ଦମ୍ପତି ବାଇକ୍ ରେ ଚାନ୍ଦପୁରରୁ ବଜାର କାମ ସାରି ଗୌରଚନ୍ଦ୍ରପୁର ଘରକୁ ଫେରୁଥିଵା ବେଳେ ଏକ ଦୃତଗାମୀ ଟ୍ରକ୍ ବାଇକ୍ କୁ ଧକ୍କା ଦେଇଥିଲା। ଫଳରେ ଦମ୍ପତ୍ତି ଏବଂ ତାଙ୍କ ସାଥିରେ ଥିବା ନାବାଳକ ପୁତ୍ର ଗୁରୁତର ହୋଇଛନ୍ତି। ସେମାନେ ହେଲେ ଚାନ୍ଦପୁର ଥାନା ଗୌରଚନ୍ଦ୍ରପୁର ଗ୍ରାମର ଜଗଵନ୍ଧୁ ରାଉତ (୩୫) ପତ୍ନୀ ଟିକି ରାଉତ (୨୮) ପୁତ୍ର ଆୟୁଷ ରାଉତ (୧୦) ବୋଲି ଜଣାପଡିଛି।

ଗୁରୁତରଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନସ ଯୋଗେଁ ଚାନ୍ଦପୁର ବସନ୍ତ ମଂଜରୀ ସ୍ୱାସ୍ଥ୍ୟ ନିବାସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସମସ୍ତ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରିଥିଲେ।

ଦୁର୍ଘଟଣା ପରେ ଉତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ରାସ୍ତାରେ ଗାଡି ଚଳାଚଳ ଠପ୍ ହୋଇ ଯାଇଥିଲା। ଖବର ପାଇ ଚାନ୍ଦପୁର ପୋଲିସ୍ ଘଟଣା୍ସ୍ଥଳରେ ପହଂଚି ଲୋକଙ୍କୁ ବୁଝାସୁଝା ପରେ ରାସ୍ତାରେ ଗାଡି ଚଳାଚଳ ସ୍ୱାଭାବିକ ହୋଇଥିଲା।

ଚାନ୍ଦପୁର ଜାତୀୟ ରାଜପଥ ତିନି ଗୁରୁତର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.