Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୀତୀଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଉଚିତ: ଆରଜେଡି ବିଧାୟକ
ଆଜିର ଖବର

ନୀତୀଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଉଚିତ: ଆରଜେଡି ବିଧାୟକ

February 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା: ଆଜିଠାରୁ ବିହାରରେ ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ହେଲେ ଏହା ପୂର୍ବରୁ ଆରଜେଡି ବିଧାୟକ ସୁଧାକର ସିଂ ପୁଣିଥରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବିଷୟରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ପୂର୍ବତନ କୃଷି ମନ୍ତ୍ରୀ ସୁଧାକର ସିଂ କହିଛନ୍ତି ଯେ, ନୀତୀଶ କୁମାର ପ୍ରତ୍ୟେକ ଦିଗରେ ବିଫଳ ହୋଇଛନ୍ତି। ନୀତୀଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଉଚିତ୍। ରାଜ୍ୟରେ ଆଇନ ଶୃଙ୍ଖଳା ଭାଙ୍ଗିଛି। ବଡ ଅପରାଧିକ ଘଟଣା ଘଟୁଛି। ବିହାରରେ ଲୋକମାନେ ବିଷାକ୍ତ ମଦ ପିଇ ମରୁଛନ୍ତି।

ଆରଜେଡି ବିଧାୟକ ନୀତୀଶ କୁମାର ବଜେଟ୍ ଅଧିବେଶନ ବିହାର ମୁଖ୍ୟମନ୍ତ୍ରୀ ସୁଧାକର ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟପାଳ

June 13, 2026

ଜନ୍ମରୁ ଯତ୍ନ, ଶିକ୍ଷାରୁ ସଶକ୍ତୀକରଣ: ‘ବେଟି ବଚାଓ, ବେଟି ପଢାଓ’ର ସଫଳ ଯାତ୍ରା

June 13, 2026

ଭୋପାଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ

June 13, 2026

କେନ୍ଦ୍ରୀୟ ଶ୍ରମ କର୍ତ୍ତୃପକ୍ଷଙ୍କ ତ୍ୱରିତ ହସ୍ତକ୍ଷେପ ଫଳରେ ଭୁବନେଶ୍ୱର ଏମ୍ସରେ ଧର୍ମଘଟର ହେଲା ସମାଧାନ

June 13, 2026
Latest News

ପୁରୀ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟପାଳ

June 13, 2026

ଜନ୍ମରୁ ଯତ୍ନ, ଶିକ୍ଷାରୁ ସଶକ୍ତୀକରଣ: ‘ବେଟି ବଚାଓ, ବେଟି ପଢାଓ’ର ସଫଳ ଯାତ୍ରା

June 13, 2026

ଭୋପାଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ

June 13, 2026

କେନ୍ଦ୍ରୀୟ ଶ୍ରମ କର୍ତ୍ତୃପକ୍ଷଙ୍କ ତ୍ୱରିତ ହସ୍ତକ୍ଷେପ ଫଳରେ ଭୁବନେଶ୍ୱର ଏମ୍ସରେ ଧର୍ମଘଟର ହେଲା ସମାଧାନ

June 13, 2026

ରୁଷୀୟ ତୈଳ କ୍ରୟ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା: ଭାରତକୁ ସମର୍ଥନ କଲା ଏହି ଦେଶ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.