Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ଯୁବ ମୋର୍ଚ୍ଚା ଆନ୍ଦୋଳନ ବେଳେ ଜଣେ ଏସିପିଙ୍କ ସହ ୨୧ଜଣ ପୋଲିସ ଆହତ
ଆଜିର ଖବର

ବିଜେପି ଯୁବ ମୋର୍ଚ୍ଚା ଆନ୍ଦୋଳନ ବେଳେ ଜଣେ ଏସିପିଙ୍କ ସହ ୨୧ଜଣ ପୋଲିସ ଆହତ

March 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Police
ବିଜେପି ଯୁବ ମୋର୍ଚ୍ଚା କର୍ମିଙ୍କ ଆକ୍ରମଣରେ ୨୧ଜଣ ପୋଲିସ କର୍ମଚାରୀ ଆହତ

ଭୁବନେଶ୍ବର: ପିଏମଜି ଛକରେ ବିଜେପି ଯୁବ ମୋର୍ଚ୍ଚା ଏବଂ ପୋଲିସ ମଧ୍ୟରେ ହୋଇଥିବା ଖଣ୍ଡ ଯୁଦ୍ଧରେ ୨୧ଜଣ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ଏ ନେଇ ଡିଜିପି ସୁନୀଲ ବଂଶଲ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ ଏହି ଆନ୍ଦୋଳନ ବେଳେ ଏସିପି ଅମିତାଭ ମହାପାତ୍ର ମୁଣ୍ଡରେ ଆଘାତ ହୋଇଛି।

ଏଥିସହିତ ଆଉ ତିନିଜଣ ପୋଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସପିଟାଲ ପରେ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।

ବିଜେପି ବିଧାନସଭା ଘେରାଉ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଟିଇଆରରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

April 4, 2026

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026
Latest News

ଆଇଟିଇଆରରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

April 4, 2026

ଜନଗଣନା-୨୦୨୭ରେ ସାମିଲ ହେଲେ ଲୋକସଭା ବାଚସ୍ପତି; ସମ୍ପୂର୍ଣ୍ଣ କଲେ ଡିଜିଟାଲ୍ ସ୍ୱ-ଗଣନା

April 4, 2026

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.