Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଜପତି ଜିଲ୍ଲାର ଦୁଇ ବିଧାୟକଙ୍କ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ ସାକ୍ଷାତ ଓ ସ୍ମାରକ ପତ୍ର ପ୍ରଦାନ
ଆଜିର ଖବର

ଗଜପତି ଜିଲ୍ଲାର ଦୁଇ ବିଧାୟକଙ୍କ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ ସାକ୍ଷାତ ଓ ସ୍ମାରକ ପତ୍ର ପ୍ରଦାନ

March 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାର ସ୍ୱନାମଧନ୍ୟ ତଥା ନବ ଉତ୍କଳର ନିର୍ମାତା ତଥା ପୁର୍ବତନ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଆମ ଓଡ଼ିଶା ପାଇଁ ଅନନ୍ୟ ପ୍ରତିଭା। ତାଙ୍କରି ଉଦ୍ୟମରେ ଓଡ଼ିଶାର ବହୁ ଉନ୍ନତିମୂଳକ କାର୍ଯ୍ୟକ୍ରମ ହୋଇପାରିଛି। ତା’ମଧ୍ୟରେ ପାରଳାଖେମୁଣ୍ଡି ଠାରେ ଅବସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ ଅନ୍ୟତମ।

ଉକ୍ତ ମହାବିଦ୍ୟାଳୟ ୧୯୮୦ ମସିହାରେ ସ୍ବୟଂ ଶାସିତ ମହାବିଦ୍ୟାଳୟ ଭାବେ ସରକାରଙ୍କ ସ୍ବୀକୃତି ପ୍ରାପ୍ତ ଓ ଅତି ପୁରାତନ ମହାବିଦ୍ୟାଳୟ ଅଟେ। କିନ୍ତୁ ପରିତାପର ବିଷୟ ଉକ୍ତ ମହାବିଦ୍ୟାଳୟ ପରେ ଗଠିତ ଅନୁଷ୍ଠାନ ବିଶ୍ଵବିଦ୍ୟାଳୟର ମାନ୍ୟତା ପାଇଥିବା ବେଳେ ଏସ୍ କେ ସି ଜି ମହାବିଦ୍ୟାଳୟ ଅବହେଳିତ।

ଏଭଳି ପରିସ୍ଥିତିରେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ, ମୋହନା ବିଧାୟକ ଦାଶରଥି ଗମାଙ୍ଗ ରାଜ୍ୟ ସରକାରଙ୍କ ଶିକ୍ଷା ମନ୍ତ୍ରୀ ରୋହିତ ପୁଜାରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ ସହ ଉକ୍ତ ସମସ୍ୟାର ସମାଧାନ ପାଇଁ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି।

ଉଚ୍ଚ ଶିକ୍ଷା ମନ୍ତ୍ରୀ ଗଜପତି ଜିଲ୍ଲା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ସ୍ମାରକ ପତ୍ର ପ୍ରଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026
Latest News

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.