Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକକୁ ଧକ୍କା ଦେଲା ଦ୍ରୁତ ଗତିରେ ଆସୁଥିବା କାର୍, ଘଟଣାସ୍ଥଳରେ ୪ ଲୋକଙ୍କ ପ୍ରାଣହାନୀ
ଆଜିର ଖବର

ଟ୍ରକକୁ ଧକ୍କା ଦେଲା ଦ୍ରୁତ ଗତିରେ ଆସୁଥିବା କାର୍, ଘଟଣାସ୍ଥଳରେ ୪ ଲୋକଙ୍କ ପ୍ରାଣହାନୀ

March 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ସାଉଦି ଆରବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪୨ ଭାରତୀୟଙ୍କ ମୃତ୍ୟୁ ଆଶଙ୍କା

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡା ହୋଇଥିବା ଗୋଟିଏ ଟ୍ରକକୁ ଦ୍ରୁତ ଗତିରେ ଆସୁଥିବା କାର୍ ଟି ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ୪ ଜଣ ଲୋକ ମୃତ୍ୟୁବରଣ କରିଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ନାବାଳିକାଜଣଙ୍କ ଗୁରୁତର ଭାବରେ ଆହତ ହୋଇଛନ୍ତି, ଯାହାଙ୍କୁ ନିକଟତମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କାରରେ ଥିବା ପରିବାର ଗୋଟିଏ ବିବାହ ସମାରୋହରୁ ଫେରୁଥିଲେ। ବାବୁଗଡ ପୋଲିସ ଷ୍ଟେସନ କ୍ଷେତ୍ରରେ ଏହି ଦୁର୍ଘଟଣା ଘଟିଥିଲା

ଉତ୍ତରପ୍ରଦେଶ ବିବାହ ସମାରୋହ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.