Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲିଗୁଡ଼ା ଏନ୍ ଏ ସି ପକ୍ଷରୁ ସାଇକେଲ ବଣ୍ଟନ
ଆଜିର ଖବର

ବାଲିଗୁଡ଼ା ଏନ୍ ଏ ସି ପକ୍ଷରୁ ସାଇକେଲ ବଣ୍ଟନ

March 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବାଲିଗୁଡ଼ା: ଆଜି ସାରା ରାଜ୍ୟରେ ଏସ୍ ଏଚ୍ ଜି ଗୋଷ୍ଠୀ ସହାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୮ ହଜାର ସାଇକେଲ ବଣ୍ଟନ କରିଛନ୍ତି। ତଦାନୁରୁପ ବାଲିଗୁଡା ଏନ୍ ଏ ସି ପକ୍ଷରୁ ଗୋଷ୍ଠୀ ସହାୟକମାନଙ୍କୁ ନଗରପାଳ ଗୋବିନ୍ଦ ପ୍ରଧାନଙ୍କ ତତ୍ବାବଧାନରେ ସାଇକେଲ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଉକ୍ତ କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷା ଶାନ୍ତି ନାୟକ, ସାଂସଦ ପ୍ରତିନିଧି ଲୋକନାଥ ପାଢ଼ୀ, ବିଧାୟକ ପ୍ରତିନିଧି ଅବନୀ କାନ୍ତ ନାୟକଙ୍କ ସମେତ ସମସ୍ତ ସଦସ୍ୟ ଓ ଏସ୍ ଏଚ୍ ଜି ଗୋଷ୍ଠୀ ପ୍ରମୁଖ ଯୋଗ ଦେଇଥିଲେ।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଉକ୍ତ କାର୍ଯ୍ୟକ୍ରମ ମିଶନ୍ ଶକ୍ତି ଜରିଆରେ ବିଭିନ୍ନ ସହାୟକ ଯଥା ଜଳସାଥୀ, ଆହାର କେନ୍ଦ୍ର କର୍ମୀ, ସ୍ବଚ୍ଛ ଅଭିଯାନ ସାଥୀ ଓ ସୁପରଭାଇଜର୍ ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି।

ବାଲିଗୁଡା ମିଶନ୍ ଶକ୍ତି ସାଇକେଲ ବଣ୍ଟନ
Share. Facebook Twitter LinkedIn Email WhatsApp Copy Link

Related Posts

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Latest News

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.