Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନର୍କରେ ପଡନ୍ତି ଗାଈ ହତ୍ୟାକାରୀ:’ ଆହ୍ଲାବାଦ ହାଇକୋର୍ଟର ବିଚାରପତି ଶାମିନ୍ ଅହମ୍ମଦ
ଆଜିର ଖବର

ନର୍କରେ ପଡନ୍ତି ଗାଈ ହତ୍ୟାକାରୀ:’ ଆହ୍ଲାବାଦ ହାଇକୋର୍ଟର ବିଚାରପତି ଶାମିନ୍ ଅହମ୍ମଦ

March 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ: ଗାଈ ହତ୍ୟାକୁ ନେଇ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ଏକ ବଡ ମନ୍ତବ୍ୟ ଦେଇଛନ୍ତି। ହିନ୍ଦୁ ଧାର୍ମିକ ଗ୍ରନ୍ଥଗୁଡ଼ିକୁ ଦର୍ଶାଇ ବେଞ୍ଚ କହିଛନ୍ତି ଯେ, ଗାଈକୁ ହତ୍ୟା କରୁଥିବା ବ୍ୟକ୍ତିରେ ନର୍କରେ ପଡନ୍ତି। ଗାଈ ହତ୍ୟାକୁ ନିଷିଦ୍ଧ କରିବା ଏବଂ ଏହାକୁ ସଂରକ୍ଷିତ ପଶୁ ଘୋଷଣା କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଦେଶବ୍ୟାପୀ ଆଇନ ପ୍ରଣୟନ କରିବା ଲାଗି କୋର୍ଟ କହିଛନ୍ତି।

ଗୋରୁ ହତ୍ୟା ଅଭିଯୋଗରେ ଅଭିଯୁକ୍ତ ବ୍ୟକ୍ତିଙ୍କ ଆବେଦନ ଶୁଣି ଆହ୍ଲାବାଦ ହାଇକୋର୍ଟର ଜଷ୍ଟିସ ଶାମିନ୍ ଅହମ୍ମଦ କହିଛନ୍ତି ଯେ, ଭାରତ ଏକ ଧର୍ମନିରପେକ୍ଷ ଦେଶ ହୋଇଥିବାରୁ ସମସ୍ତ ଧର୍ମକୁ ସମ୍ମାନ ଦେବା ଜରୁରୀ ଅଟେ। ଜଷ୍ଟିସ ଅହମ୍ମଦ କହିଛନ୍ତି ଯେ, ହିନ୍ଦୁ ଧର୍ମ ସମେତ ସମସ୍ତ ଧର୍ମକୁ ସମ୍ମାନ ଦିଆଯିବା ଉଚିତ, ଯାହା ବିଶ୍ୱାସ କରେ ଯେ ଗାଈକୁ ସୁରକ୍ଷା ଏବଂ ସମ୍ମାନ ଦିଆଯିବା ଉଚିତ। କାରଣ ଏହା ଈଶ୍ୱରୀୟ ତଥା ପ୍ରକୃତି ପାଇଁ ପ୍ରତିନିଧିତ୍ଵ କରେ।

ଆହ୍ଲାବାଦ ହାଇକୋର୍ଟ ହିନ୍ଦୁ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.