Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନୀଷ ସିସୋଦିଆଙ୍କୁ ଜେରା କରିବ ଇଡି, ଅପରାହ୍ନ ୨ ଟାରେ ତିହାର ଜେଲରେ ପହଞ୍ଚିବ ଟିମ୍
ଆଜିର ଖବର

ମନୀଷ ସିସୋଦିଆଙ୍କୁ ଜେରା କରିବ ଇଡି, ଅପରାହ୍ନ ୨ ଟାରେ ତିହାର ଜେଲରେ ପହଞ୍ଚିବ ଟିମ୍

March 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବର୍ତ୍ତମାନ ଦିଲ୍ଲୀ ଅବକାରୀ ମାମଲାରେ ମନୀଷ ସିସୋଦିଆଙ୍କୁ ଜେରା କରିବ। ତିହାରର ଜେଲ୍ ନଂ-୧ ରେ ମନୀଷ ସିସୋଦିଆଙ୍କୁ ଜେରା କରାଯିବ। ସୂଚନାନୁସାରେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଏକ ଟିମ୍ ଅପରାହ୍ନରେ ତିହାର ଜେଲରେ ପହଞ୍ଚି ଜେରା କରିବେ। ପ୍ରଥମ ଥର ପାଇଁ ଇଡି ଅବକାରୀ ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଜେରା କରିବ। ମନୀଷ ସିସୋସିଆଙ୍କୁ ଅବକାରୀ ମାମଲାରେ ଦିଲ୍ଲୀ କୋର୍ଟଙ୍କ ଦ୍ଵାରା ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଯାଇଛି। ମାର୍ଚ୍ଚ ୧୦ ତାରିଖରେ ତାଙ୍କ ଜାମିନ ଶୁଣାଣି ହେବ।

ସୂଚନା ଅନୁଯାୟୀ, ଅବକାରୀ ମାମଲାରେ ଇଡି ଆଉ ଜଣଙ୍କୁ ଗିରଫ କରିଛି। ସେମାନେ ହାଇଦ୍ରାବାଦର ମଦ ବ୍ୟବସାୟୀ ଅରୁଣ ରାମଚନ୍ଦ୍ର ପିଲ୍ଲାଇଙ୍କୁ ଅଟକ ରଖିଛନ୍ତି। ଇଡି ଅଧିକାରୀମାନେ ମନି ଲଣ୍ଡରିଂ ଆକ୍ଟ ଅଧୀନରେ ସିସୋଦିଆଙ୍କ ବିବୃତ୍ତି ରେକର୍ଡ କରିବେ। ପ୍ରକାଶ ଯେ ସିବିଆଇ ଗତ ମାସରେ ଏହି ମାମଲାରେ ସିସୋଦିଆଙ୍କୁ ଗିରଫ କରିଥିଲା ​​ଏବଂ ସେ ବର୍ତ୍ତମାନ ନ୍ୟାୟିକ ହେପାଜତରେ ଅଛନ୍ତି।

ଦୀର୍ଘ ଦିନ ଧରି ପଚରାଉଚରା ପରେ ମନି ଲଣ୍ଡରିଂ ଆକ୍ଟ (PMLA) ର ଅପରାଧିକ ବିଭାଗ ଅଧୀନରେ ସୋମବାର ସନ୍ଧ୍ୟାରେ ପିଲ୍ଲାଇଙ୍କୁ ଗିରଫ କରାଯାଇଥିଲା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏପର୍ଯ୍ୟନ୍ତ ଏହି ମାମଲାରେ ୧୧ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ ପିଲ୍ଲାଇ ସ୍ଥାନୀୟ କୋର୍ଟରେ ହାଜର ହେବେ, ଯେଉଁଠାରେ ଇଡି ପଚରାଉଚରା ପାଇଁ ତାଙ୍କ ହେପାଜତକୁ ଅନୁରୋଧ କରିବ।

ଇଡି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମନୀଷ ସିସୋଦିଆ
Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Latest News

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.