Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶିଷ୍ଠ ବୈଜ୍ଞାନିକ ପ୍ରଫୁଲ ଜେନାଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଆଜିର ଖବର

ବିଶିଷ୍ଠ ବୈଜ୍ଞାନିକ ପ୍ରଫୁଲ ଜେନାଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

March 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
PraffulaJena
ବିଶିଷ୍ଠ ବୈଜ୍ଞାନିକ ପ୍ରଫୁଲ ଜେନାଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ପ୍ରଖ୍ୟାତ ବୈଜ୍ଞାନିକ ପ୍ରଫୁଲ କୁମାର ଜେନାଙ୍କ ଆଜି ୯୧ ବର୍ଷ ବୟସରେ ପରଲୋକ ଘଟିଛି। ସେ ଭାରତର ଜଣେ ପ୍ରତିଷ୍ଠିତ ବୈଜ୍ଞାନିକ ଭାବେ ପରିଚିତ। ସେ  ଇଣ୍ଡସ୍ଟ୍ରିଆଲ ରିସର୍ଚ୍ଚରେ ରିଜିଓନାଲ ରିସର୍ଚ୍ଚ ଲାବୋରେଟରୀରେ ୧୯୭୨ରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ ।

୧୯୭୭  ମସିହାରେ ଭାରତ ସରକାର ତାଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଥିଲେ ।୧୯୮୬ରେ ସିଏସଆଇଆରରେ ଡାଇରେକ୍ଟର ଜେନେରାଲ ହୋଇଥିଲେ । ଦୁଇଟି ବିଦେଶ ବିଶ୍ୱବିଦ୍ୟାଳୟ, ବ୍ରାଜିଲର ପୋଣ୍ଟିଫିକାଲ କ୍ୟାଥିଲିକ ବିଶ୍ବବିଦ୍ୟାଳୟ (ୟୁନିଭରସିଟି) ୟୁନିଭରସିଟି ଅଫ ରିଓ ଡି ଜାନେରିଓ, ଓ ଜାପାନର ସେଣ୍ଡାଇସ୍ଥିତ ଟୋହୋକୁ ବିଶ୍ୱବିଦ୍ୟାଳୟରେ ସେ ଭିଜିଟିଙ୍ଗ ପ୍ରଫେସର ଥିଲେ ।

ବୈଜ୍ଞାନିକ ଜେନାଙ୍କ ଦେହାନ୍ତ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କର ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜ୍ଞାନ ଓ ଗବେଷଣା ବିଶେଷ କରି ଧାତବ ବିଜ୍ଞାନ କ୍ଷେତ୍ରରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ତାଙ୍କର ଶେଷ କୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଗୁଲର ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ କେନ୍ଦ୍ରମନ୍ତ୍ରୀ

December 16, 2025

ପୂର୍ବତଟ ରେଳପଥ ଦ୍ୱାରା ପ୍ରମୁଖ ପାର୍ସଲ୍ ଗ୍ରାହକମାନଙ୍କ ସହ ବ୍ୟବସାୟିକ ସୁଗମତା ବୈଠକ

December 16, 2025

ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ

December 16, 2025

‘ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍ – ୨୦୨୫’ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ

December 16, 2025
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025

ଗୁଗୁଲର ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ କେନ୍ଦ୍ରମନ୍ତ୍ରୀ

December 16, 2025

ପୂର୍ବତଟ ରେଳପଥ ଦ୍ୱାରା ପ୍ରମୁଖ ପାର୍ସଲ୍ ଗ୍ରାହକମାନଙ୍କ ସହ ବ୍ୟବସାୟିକ ସୁଗମତା ବୈଠକ

December 16, 2025

ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ

December 16, 2025

‘ବିକଶିତ ଭାରତ ଶିକ୍ଷା ଅଧିଷ୍ଠାନ ବିଲ୍ – ୨୦୨୫’ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.