Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଡିଏ ମହଲା ଉପରୁ ଖସିପଡି ଓଡିଆ ଶିଳ୍ପପତି ରିତେଶ ଅଗ୍ରୱାଲ ବାପାଙ୍କ ମୃତ୍ୟୁ
ଆଜିର ଖବର

କୋଡିଏ ମହଲା ଉପରୁ ଖସିପଡି ଓଡିଆ ଶିଳ୍ପପତି ରିତେଶ ଅଗ୍ରୱାଲ ବାପାଙ୍କ ମୃତ୍ୟୁ

March 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋଡିଏ ମହଲା ଉପରୁ ଖସିପଡି ଓଡିଆ ଶିଳ୍ପପତି ରିତେଶ ଅଗ୍ରୱାଲ ବାପାଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଆଜି ଓଡିଆ ଶିଳ୍ପପତି ତଥା ଓୟେ ହୋଟେଲ ମାଲିକ ରିତେଶ ଅଗ୍ରୱାଲଙ୍କ ବାପା ରମେଶ ଅଗ୍ରୱାଲଙ୍କ ମୃତ୍ୟୁ ହୋଇଛି। ସେ ଗୁରୁଗାଓଁ ର ଏକ ହୋଟେଲର କୋଡିଏ ମହଲାରୁ ଖସି ମୃତ୍ୟୁବରଣ କରିଥିବାର ଜଣାପଡିଛି। ଏହାକୁ ନେଇ ଦିଲ୍ଲୀରେ ଚାଞ୍ଚଲ୍ୟ ଖେଳିଯାଇଛି। ସେ କିପରି ଏତେ ଉପରୁ ଖସି ମୃତ୍ୟୁବରଣ କଲେ ତାହାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାର ଜଣାପଡିଛି।

ରିତେଶ ନିକଟରେ ବିବାହ କରିଛନ୍ତି। ଏହି ବିବାହରେ ଦେଶର ପ୍ରମୁଖ ଶିଳ୍ପପତି ତଥା ରାଜନେତା ଯୋଗ ଦେଇଥିଲେ। ଏହି ବିବାହ ଦିଲ୍ଲୀର ଏକ ତାରକା ହୋଟେଲରେ କରାଯାଇଥିଲା। ସେହି ବିବାହ ଉତ୍ସବରେ ଯୋଗଦେବା ପାଇଁ ତାଙ୍କର ବାପା ଦିଲ୍ଲୀରେ ଅବସ୍ଥାନ କରୁଥିଲେ। ରିତେଶ ହେଉଛନ୍ତି ଓଡିଶାର ରାୟଗଡା ବାସିନ୍ଦା।

Share. Facebook Twitter LinkedIn Email WhatsApp Copy Link

Related Posts

ଅର୍ବାନ ଚ୍ୟାଲେଞ୍ଜ ଫଣ୍ଡ୍ ପାଇଁ କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ଜାରି କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

April 15, 2026

ଉଦ୍ୟମ ଓ ଇଚ୍ଛାଶକ୍ତି ଥିଲେ ମହିଳାମାନେ କୌଣସି କ୍ଷେତ୍ରରେ ଅଟକିବେ ନାହିଁ: ମୁଖ୍ୟମନ୍ତ୍ରୀ

April 15, 2026

ବୁର୍ଲା ଭିସୁଟ ପରିସରରେ ‘ଜୋହୋ ସ୍କିଲ୍ ହବ୍’ ଓ ପେଟିଏମ୍ ‘ଜ୍ଞାନ ବାହାନ’ ଲୋକାର୍ପିତ

April 15, 2026
Latest News

ଅର୍ବାନ ଚ୍ୟାଲେଞ୍ଜ ଫଣ୍ଡ୍ ପାଇଁ କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ଜାରି କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

April 15, 2026

ଉଦ୍ୟମ ଓ ଇଚ୍ଛାଶକ୍ତି ଥିଲେ ମହିଳାମାନେ କୌଣସି କ୍ଷେତ୍ରରେ ଅଟକିବେ ନାହିଁ: ମୁଖ୍ୟମନ୍ତ୍ରୀ

April 15, 2026

ବୁର୍ଲା ଭିସୁଟ ପରିସରରେ ‘ଜୋହୋ ସ୍କିଲ୍ ହବ୍’ ଓ ପେଟିଏମ୍ ‘ଜ୍ଞାନ ବାହାନ’ ଲୋକାର୍ପିତ

April 15, 2026

ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.