Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୫ରୁ ସାମୁହିକ ଛୁଟିରେ ଯିବେ ଶିକ୍ଷକ
ଆଜିର ଖବର

୧୫ରୁ ସାମୁହିକ ଛୁଟିରେ ଯିବେ ଶିକ୍ଷକ

March 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଦାବି ପୂରଣ ନ ହେଲେ ସାମୁହିକ ଛୁଟିରେ ଯିବେ ଏନ.ପି.ଏସ. ମିଳିତ ପ୍ରାଥମିକ ଶିକ୍ଷକ ସଙ୍ଘ। ପ୍ରାଥମିକ ବିଦ୍ୟାଳୟରେ ଠିକା ନିଯୁକ୍ତି ଉଚ୍ଛେଦ ସହ ସେମାନଙ୍କୁ ତୁରନ୍ତ ନିୟମିତ କରିବା, ସମସ୍ତ ଏନ.ପି.ଏସ.ଶିକ୍ଷକ ଶିକ୍ଷୟତ୍ରୀଙ୍କ ୬ ବର୍ଷ ଠିକା କାର୍ଯ୍ୟକାଳକୁ ମୂଳ ଚାକିରୀରେ ଗଣନା କରିବା, ୬ଟି ଇନକ୍ରିମେଣ୍ଟ ପ୍ରଦାନ, କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ ଓ ପୁରୁଣା ପେନସନ ପ୍ରଦାନ ଆଦି ଦାବି ଉପସ୍ଥାପନା କରାଯାଇଛି।

ଆସନ୍ତା ୧୪ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ଏନ.ପି.ଏସ. ଶିକ୍ଷକ ସଙ୍ଘ ରାଜ୍ୟ ସଙ୍ଘ ଡାକରାରେ ସାମୁହିକ ଛୁଟିରେ ଯିବା ପାଇଁ ନିଷ୍ପତ୍ତି ନେଇଛି। ଏ ନେଇ ଆଜି ରଣପୁର ଏନ.ପି.ଏସ. ଶିକ୍ଷକ ସଙ୍ଘର ସଭାପତି ଅନିଲ କୁମାର ପାଇକରାୟ ଓ ସମ୍ପାଦକ ଜ୍ୟୋତି ରଞ୍ଜନ କରଙ୍କ ନେତୃତ୍ୱରେ ସମସ୍ତ ସଂଘୀୟ କର୍ମକର୍ତ୍ତା, ଶିକ୍ଷକ ଶିକ୍ଷୟତ୍ରୀମାନେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଗଣଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରଣପୁର ଶିକ୍ଷା ଅଧିକାରୀ ବନଲତା ବେହେରାଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି।

ଠିକା ନିଯୁକ୍ତି ଉଚ୍ଛେଦ ପ୍ରାଥମିକ ଶିକ୍ଷକ ସଙ୍ଘ ରଣପୁର ସାମୁହିକ ଛୁଟି
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.