Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୋଲି ପରେ ବଢିଲା କରୋନା ବିପଦ! ଗତ ୨୪ ଘଣ୍ଟାରେ ୪୫୬ ନୂତନ ମାମଲା
ଆଜିର ଖବର

ହୋଲି ପରେ ବଢିଲା କରୋନା ବିପଦ! ଗତ ୨୪ ଘଣ୍ଟାରେ ୪୫୬ ନୂତନ ମାମଲା

March 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୋଟିଏ ଦିନରେ ଭାରତରେ ୪୫୬ ଟି ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଯାହାପରେ ମୋଟ ସଂକ୍ରମଣ ସଂଖ୍ୟା ୪.୪୬ କୋଟିରେ ପହଞ୍ଚିଛି। ଏଥି ସହିତ, ଏହି ବୃଦ୍ଧି ପାଉଥିବା ମାମଲା ଦେଖି ପୁଣି ଥରେ ସରକାରଙ୍କ ଚିନ୍ତା ବଢିଛି। ଏହି ବୃଦ୍ଧି ଘଟୁଥିବା ହେତୁ ବର୍ତ୍ତମାନ ଦେଶରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୩ ହଜାର ୪୦୬ କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଅପଡେଟ୍ ଆକଳନ ଅନୁଯାୟୀ ଶନିବାର ସକାଳ ୮ ଟା ପର୍ଯ୍ୟନ୍ତ ଗୁଜୁରାଟରେ ଜଣେ ରୋଗୀଙ୍କ ମୃତ୍ୟୁ ହେତୁ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୮୦ ରେ ପହଞ୍ଚିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ସଂକ୍ରମଣ ମାମଲା ୪,୪୬,୮୯,୯୬୮ କୁ ବୃଦ୍ଧି ପାଇଛି।

କରୋନା ନୂତନ ମାମଲା ହୋଲି
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ରସଂସଦ ନିର୍ବାଚନକୁ ନେଇ ତୁମୁଳକାଣ୍ଡ, ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ ହେଲା ଆଳି ଲକ୍ଷ୍ମୀବରାହ କଲେଜ

October 13, 2026

ଚାଷୀଙ୍କ ଜୀବନରେ ସାର୍ଥକ ପରିବର୍ତ୍ତନ ହିଁ ପିଏମ୍ଡିଡିକେୱାଇର ସଫଳତାର ମାପକାଠି: କେନ୍ଦ୍ର କୃଷିମନ୍ତ୍ରୀ

October 13, 2026

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସ୍ଥାୟୀ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ପୁସ୍ତକ ଉନ୍ମୋଚିତ

October 13, 2026

ଆଜି ୧୩ ଅକ୍ଟୋବରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2026
Latest News

ଛାତ୍ରସଂସଦ ନିର୍ବାଚନକୁ ନେଇ ତୁମୁଳକାଣ୍ଡ, ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ ହେଲା ଆଳି ଲକ୍ଷ୍ମୀବରାହ କଲେଜ

October 13, 2026

ଚାଷୀଙ୍କ ଜୀବନରେ ସାର୍ଥକ ପରିବର୍ତ୍ତନ ହିଁ ପିଏମ୍ଡିଡିକେୱାଇର ସଫଳତାର ମାପକାଠି: କେନ୍ଦ୍ର କୃଷିମନ୍ତ୍ରୀ

October 13, 2026

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସ୍ଥାୟୀ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ପୁସ୍ତକ ଉନ୍ମୋଚିତ

October 13, 2026

ଆଜି ୧୩ ଅକ୍ଟୋବରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2026

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.