Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁରେ ଜନ୍ମିତ, ଓଡିଶାରେ ପ୍ରତିଷ୍ଠିତ; କବି ତପନ ପଟ୍ଟନାୟକଙ୍କ ପରଲୋକ
ଆଜିର ଖବର

ବାଲୁଗାଁରେ ଜନ୍ମିତ, ଓଡିଶାରେ ପ୍ରତିଷ୍ଠିତ; କବି ତପନ ପଟ୍ଟନାୟକଙ୍କ ପରଲୋକ

March 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁରେ ଜନ୍ମିତ, ଓଡିଶାରେ ପ୍ରତିଷ୍ଠିତ; କବି ତପନ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର: ପ୍ରଖ୍ୟାତ କବି ତଥା ଗୀତିକାର ତପନ ପଟ୍ଟନାୟକ ଆଉ ନାହାଁନ୍ତି। ଆଜି ଅପରାହ୍ନରେ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇ ଯାଇଛି। ସେ ଦୀର୍ଘଦିନ ଧରି କିଡନ ରୋଗରେ ପିଡିତ ହୋଇ ଚିକିତ୍ସିତ ହେଉଥିଲେ।

ଗତକିଛି ଦିନ ତଳେ ସେ ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତରଙ୍କ ସମସ୍ତ ଚେଷ୍ଠା ସତ୍ବେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।

ଖୋର୍ଦ୍ଧା ଜିଲ୍ଲା ବାଲୁଗାଁରେ ଜନ୍ମିତ କବି ତପନ ପଟ୍ଟନାୟକ ନିଜ ଗୀତ ମାଧ୍ୟମରେ ସେ ଘରେଘରେ ପରିଚିତ। ନବେ ଦଶକରେ ଘରେ ଘରେ ରେଡିଓରେ ତାଙ୍କର ଗୀତ ବେଶ ଚହଳ ପକାଇଥିଲା। ତାଙ୍କର ଏକ ଲୋକପ୍ରୀୟ ଗୀତ ହେଉଛି ‘ ମୁଁ ଆସିଛି ଦେଖି ମୋ କଳାବଦନକୁ’।

ସେହିପରି ସେ ହେଉଛନ୍ତି ଝରା ଶିଶିର ର ଉପନ୍ୟାସ କାର,ଟିକିଫୁଲ ର ମୂଲ ର ଶିଶୁ ସାହିତ୍ୟିକ ସହ ବହୁ ପୁସ୍ତକର ସୃଷ୍ଟିକର୍ତ୍ତା। ସେ ଦୀର୍ଘ ବର୍ଷ ଧରି ପୁରୀରେ ଅବସ୍ଥାନ କରୁଥିଲେ। ତାଙ୍କର ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ କରାଯିବ ବୋଲି ଜଣାପଡିଛି। ତାଙ୍କ ବିୟୋଗରେ ଓଡିଆ ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି।

ତପନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026
Latest News

UPIକୁ ବଡ଼ ଝଟକା! ୧୦ ଅକ୍ଟୋବରରୁ ପେମେଣ୍ଟ ନେବନି ଏହି କମ୍ପାନୀ, ୦.୪% MDRକୁ ନେଇ ବଢ଼ିଲା ଚିନ୍ତା

October 5, 2026

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.