Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିର ନୂଆ ନିଯୁକ୍ତି, ଅତନୁ ଏବଂ ସୁଶାନ୍ତ ସିଂଙ୍କୁ ମିଳିଲା ନୂଆ ଦାୟିତ୍ବ
ଆଜିର ଖବର

ବିଜେଡିର ନୂଆ ନିଯୁକ୍ତି, ଅତନୁ ଏବଂ ସୁଶାନ୍ତ ସିଂଙ୍କୁ ମିଳିଲା ନୂଆ ଦାୟିତ୍ବ

March 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BJD
ବିଜେଡିର ନୂଆ ନିଯୁକ୍ତି, ଅତନୁ ଏବଂ ସୁଶାନ୍ତ ସିଂଙ୍କୁ ମିଳିଲା ନୂଆ ଦାୟିତ୍ବ

ଭୁବନେଶ୍ବର: ବିଜେଡି କେତେକ ନେତାଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରିଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି କ୍ରମେ ଏହି ନିଯୁକ୍ତି ଦିଆଯାଇଛି। ତାହା ହେଲା ଅତାବିରା ଏବଂ ହିନ୍ଦୋଳ ଏନଏସି ନିର୍ବାଚନ ଥିବାରୁ ତାହାର ପରିଚାଳନା ପାଇଁ ଏହି ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି।

ସେହି ଅନୁସାରେ ଅତାବିରା ଏନଏସି ପାଇଁ ଯେଉଁମାନେ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଛନ୍ତି ସେମାନେ ହେଲେ

1-ଅତନୁ ସବ୍ୟସାଚୀ ନାୟକ

2-ସୁଶାନ୍ତ ସିଂ

3-ଦେବେଶ ଆଚାର୍ଯ୍ୟ

ସେହିପରି ହିନ୍ଦୋଳ ଏନଏସି ନିର୍ବାଚନ ପାଇଁ ଯେଉଁମାନଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି ସେମାନେ ହେଲେ

1-ସୁଧୀର କୁମାର ସାମଲ

2-ସୁଶାନ୍ତ କୁମାର ରାଉତ

3-କୁନା ବିହାରୀ ଦାସ

BJD ଅତନୁ ସବ୍ୟସାଚୀ ନାୟକ ବିଜେଡି ସୁଶାନ୍ତ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ: ଛାତ୍ର ସଂସଦ ନିର୍ବାଚନର ସୁପରିଚାଳନାକୁ ସୁନିଶ୍ଚିତ କର

October 7, 2026

କଟକରେ ମହିଳାଙ୍କୁ ବିଭତ୍ସ ହତ୍ୟା: ମୁଣ୍ଡ ଲଣ୍ଡା କରି ଇଟାରେ ଛେଚିଲେ ଦୁର୍ବୃତ୍ତ

October 7, 2026

ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼

October 7, 2026

ଏସ୍‌ଇବିସିଙ୍କ ପାଇଁ କମିଶନ ଗଠନ

October 7, 2026
Latest News

ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ: ଛାତ୍ର ସଂସଦ ନିର୍ବାଚନର ସୁପରିଚାଳନାକୁ ସୁନିଶ୍ଚିତ କର

October 7, 2026

କଟକରେ ମହିଳାଙ୍କୁ ବିଭତ୍ସ ହତ୍ୟା: ମୁଣ୍ଡ ଲଣ୍ଡା କରି ଇଟାରେ ଛେଚିଲେ ଦୁର୍ବୃତ୍ତ

October 7, 2026

ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼

October 7, 2026

ଏସ୍‌ଇବିସିଙ୍କ ପାଇଁ କମିଶନ ଗଠନ

October 7, 2026

ଦିଲ୍ଲୀରେ ହଁ, ଓଡ଼ିଶାରେ ନାଁ: ବନ୍ଦ ସମର୍ଥନକୁ ନେଇ ବଦଳିଲା ବିଜେଡିର ନିଷ୍ପତ୍ତି

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.