ନୂଆଦିଲ୍ଲୀ: ଭାରତୀୟ ସେନାର ଚିତା ହେଲିକପ୍ଟର ଅରୁଣାଚଳ ପ୍ରଦେଶର ମଣ୍ଡଲା ପାହାଡ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପାଇଲଟମାନଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଛି। ସେଥିରେ ଦୁଇଜଣ ପାଇଲଟ ଥିଲେ। ସେମାନଙ୍କର ସନ୍ଧାନ ମିଳିପାରି ନାହିଁ। ଅରୁଣାଚଳ ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ଭାରତୀୟ ସେନା
ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀAugust 25, 2025