Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୋମଗାର୍ଡଙ୍କ ପାଇଁ ଖୁସି ଖବର: ଦୈନିକ ବେତନ ବୃଦ୍ଧି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ଆଜିର ଖବର

ହୋମଗାର୍ଡଙ୍କ ପାଇଁ ଖୁସି ଖବର: ଦୈନିକ ବେତନ ବୃଦ୍ଧି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

March 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ହୋମଗାର୍ଡଙ୍କ ଦୈନିକ ବେତନ ବୃଦ୍ଧି ମାମଲାରେ ଆଜି ସୁପ୍ରିମକୋର୍ଟ ଏକ ବଡ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ରାୟରେ ହୋମଗାର୍ଡଙ୍କୁ ଆଶ୍ଵସ୍ତି ମିଳିଛି। ହାଇକୋର୍ଟଙ୍କ ଦ୍ଵାରା ଦିଆଯାଇଥିବା ବେତନ ରାୟକୁ ସୁପ୍ରିମକୋର୍ଟ କାୟମ ରଖିଛନ୍ତି।  ହୋମଗାର୍ଡଙ୍କ ଦୈନିକ ବେତନ ୫୩୩ ଟଙ୍କାଙ୍କୁ ବୃଦ୍ଧି କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ବର୍ଦ୍ଧିତ ବେତନକୁ ପିଛିଲା ଭାବେ ୩ ମାସରେ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୮ ଜୁନ ପହିଲାରୁ ପିଛିଲା ଭାବେ ବେତନ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଖୁସି ଖବର ସୁପ୍ରିମକୋର୍ଟ ହୋମଗାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.