Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦୀଙ୍କୁ ଦିଦିଙ୍କ ନା : ଶପଥ ଗ୍ରହଣ ଉତ୍ସବରେ ସାମିଲ୍‌ ହେବେନି ମମତା
ଆଜିର ଖବର

ମୋଦୀଙ୍କୁ ଦିଦିଙ୍କ ନା : ଶପଥ ଗ୍ରହଣ ଉତ୍ସବରେ ସାମିଲ୍‌ ହେବେନି ମମତା

May 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା କାଲି ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ ଦିଆଯିବା ସହିତ ବହୁ ରାଜେନୖତିକ ବ୍ୟକ୍ତିବିଶେଷ ତଥା କଳାକାରମାନଙ୍କୁ ନିମନ୍ତ୍ରଣ କରାଯାଇଛି। ଚଳିତ ଥରର ଅତିଥିଙ୍କ ଭିତରେ ରହିଛନ୍ତି ବିମ୍‌ଷ୍ଟେକ୍‌ର ରାଷ୍ଟ୍ରାଧ୍ୟକ୍ଷପ୍ରମୁଖ। ତେବେ ଏହି ଉତ୍ସବକୁ ଗତ କାଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସିବାକୁ ହଁ ଭରିଥିବାବେଳେ ଆଜି ମନା କରିଛନ୍ତି। ତେବେ ଏହି ଗ୍ରହଣ ଉତ୍ସବକୁ ମନା କରିବାର କାରଣରେ ମମତା କହିଛନ୍ତି ଯେ, ବିଜେପି ତରଫରୁ ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସାରେ ୫୪ ଜଣ ମରିଥିବାର କହିଛି, ଯାହାକି ମିଛ ଅଟେ। ସେ ଶପଥ ଗ୍ରହଣ ପରି ସାମ୍ବିଧାନିକ ଉତ୍ସବରେ ଯୋଗ ଦେଇଥା’ନ୍ତେ, କିନ୍ତୁ ଲୋକତନ୍ତ୍ରର ଉତ୍ସବ ଅବସରରେ କୌଣସି ରାଜନୈତିକ ଦଳକୁ ନୀଚ୍ଚା କରିବା ଉଚିତ୍‌ ନୁହେଁ। ସେଥିପାଇଁ ନରେନ୍ଦ୍ର ମୋଦିଙ୍କ ପ୍ରଧାନମନ୍ତ୍ରୀ ହେବାର ଶୁଭେଚ୍ଛା ଜଣାଇବା ସହିତ ଏହି ସମାରୋହରେ  ସାମିଲ୍‌ ନ ହେବା ନେଇ ଚିଠି ଲେଖିଛନ୍ତି।  ଏହି ଶପଥ ଗ୍ରହଣ ଉତ୍ସବରେ ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସାରେ ମୃତ୍ୟୁବରଣ କରିଥିବା ୫୪ ଜଣ ବିଜେପି କର୍ମୀଙ୍କ ପରିବାରମାନଙ୍କୁ ମଧ୍ୟ ସାମିଲ୍‌ ହେବାକୁ ନିମନ୍ତ୍ରଣ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଢୋଲକିଆଙ୍କ ପରଲୋକ ପରେ ବିଜେଡିର ଖସିଗଲା ଗୋଟିଏ ଆସନ, କଣ ହେବ କଂଗ୍ରେସର ଅନାସ୍ଥା ଗଣିତ

September 18, 2025

ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

September 18, 2025

ନିଶା କାରବାର ବିରୋଧରେ ଟ୍ରମ୍ପଙ୍କ କାର୍ଯ୍ୟାନୁଷ୍ଠାନ, ବାତିଲ କଲେ ଏହି ଭାରତୀୟ ଅଧିକାରୀଙ୍କ ଭିସା

September 18, 2025

ବିଧାୟକଙ୍କ ପ୍ୟାଣ୍ଟ ସାର୍ଟ ଚୋରୀ, ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ନେତା କାଡାମ

September 18, 2025
Latest News

ଢୋଲକିଆଙ୍କ ପରଲୋକ ପରେ ବିଜେଡିର ଖସିଗଲା ଗୋଟିଏ ଆସନ, କଣ ହେବ କଂଗ୍ରେସର ଅନାସ୍ଥା ଗଣିତ

September 18, 2025

ସେପ୍ଟେମ୍ବର ୨୦ ରେ ବୃତ୍ତିଗତ ଚିତ୍ର ଶିଳ୍ପୀଙ୍କ ନିମନ୍ତେ ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା

September 18, 2025

ନିଶା କାରବାର ବିରୋଧରେ ଟ୍ରମ୍ପଙ୍କ କାର୍ଯ୍ୟାନୁଷ୍ଠାନ, ବାତିଲ କଲେ ଏହି ଭାରତୀୟ ଅଧିକାରୀଙ୍କ ଭିସା

September 18, 2025

ଓଡିଶା ରାଜନୀତିରେ ହଲଚଲ, ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ, ସମର୍ଥନ ପାଇଁ ବିଜେଡି ବିଧାୟକଙ୍କୁ ସାକ୍ଷାତ

September 18, 2025

ବିଧାୟକଙ୍କ ପ୍ୟାଣ୍ଟ ସାର୍ଟ ଚୋରୀ, ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ନେତା କାଡାମ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.