Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତ୍ରପୁର: ପ୍ରଶାନ୍ତି ଏକ୍ସପ୍ରେସ ଟ୍ରେନରୁ ଖସି ଯୁବକ ଗୁରୁତର
ଆଜିର ଖବର

ଛତ୍ରପୁର: ପ୍ରଶାନ୍ତି ଏକ୍ସପ୍ରେସ ଟ୍ରେନରୁ ଖସି ଯୁବକ ଗୁରୁତର

March 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ଛତ୍ରପୁର: ଗତକାଲି ସନ୍ଧ୍ୟାରେ ଛତ୍ରପୁର ରେଳ ଷ୍ଟେସନରେ ପ୍ରଶାନ୍ତି ଏକ୍ସପ୍ରେସ ଟ୍ରେନରୁ ଖସି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଘଟଣାରୁ ପ୍ରକାଶ ଯେ, ଭୁବନେଶ୍ୱର ଯାଉଥିବା ଉକ୍ତ ଟ୍ରେନର କୌଣସି କାରଣ ବଶତଃ ଏହି ଯୁବକ ଜଣକ ଖସିଯିବାରୁ ଗୋଡ଼ରେ ଆଘାତ ଲାଗି ଗୁରୁତର ଆହତ ହୋଇଛନ୍ତି। ରେଲୱେ ପୋଲିସ ପ୍ରଥମେ ତାଙ୍କୁ ଛତ୍ରପୁର ଡାକ୍ତରଖାନାରେ ଚିକିତ୍ସିତ କରାଇ ବର୍ତ୍ତମାନ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି।

ଗୁରୁତର ଆହତ ଯୁବକ ଜଣକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ହାଜିପୁର ଗ୍ରାମର ପ୍ରଭାତ ଲେଙ୍କା ଓ ତାଙ୍କର ବାପାଙ୍କ ନାମ ସୁକଦେବ ଲେଙ୍କା। ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ଯୁବକଙ୍କ ପରିସ୍ଥିତି ବର୍ତ୍ତମାନ ଭଲ ଅଛି। ସେ ଘର ଲୋକଙ୍କ ସହ ମିଶିବାକୁ ଚାହୁଁଛନ୍ତି ବୋଲି ଛତ୍ରପୁର ରେଲୱେ ଥାନା ମୁଖ୍ୟ ସିପାହୀ କମଲ କୁମାର ପଣ୍ଡା ସୁଚନା ଦେଇଛନ୍ତି।

ଛତ୍ରପୁର ପ୍ରଶାନ୍ତି ଏକ୍ସପ୍ରେସ ଯୁବକ ଗୁରୁତର
Share. Facebook Twitter LinkedIn Email WhatsApp Copy Link

Related Posts

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026
Latest News

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026

ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ ଟି-20: ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

September 15, 2026

ମୋବାଇଲ୍ କିସ୍ତି ପାଇଁ ଯୁବକଙ୍କୁ ଅପହରଣ! ୫ ଦିନ ବନ୍ଧକ ରଖିଥିବା ଅଭିଯୋଗ

September 15, 2026

‘ଗ୍ୟାସ୍’ ଭାବି ଏହି ଲକ୍ଷଣକୁ ଅଣଦେଖା କରୁଛନ୍ତି କି? ହୋଇପାରେ ବଡ଼ ସ୍ୱାସ୍ଥ୍ୟ ସଙ୍କେତ

September 15, 2026

ବ୍ୟାଙ୍କ ଲୁଟ୍‌ ପୂର୍ବରୁ ପୁଲିସର ମାଷ୍ଟରଷ୍ଟ୍ରୋକ୍‌; ମଧ୍ୟରାତ୍ରିରେ ଧରାପଡ଼ିଲା ଡକାୟତ ଗ୍ୟାଙ୍ଗ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.