Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଭୁବନେଶ୍ବରରେ ଏକ ହୋଡିଂ ଟାୱାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ
ଆଜିର ଖବର

ପୁଣି ଭୁବନେଶ୍ବରରେ ଏକ ହୋଡିଂ ଟାୱାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ

March 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁଣି ଭୁବନେଶ୍ବରରେ ଏକ ହୋଡିଂ ଟାୱାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ବର: ପୁଣି ଥରେ ହୋଡିଂ ଉପରେ ଚଢି ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବାର ଜଣାପଡିଛି। ଯୁବକ ଜଣଙ୍କ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳର ଟୁଲୁ ପାତ୍ର। ସେ ଆଜି ସକାଳୁ ଶିଶୁଭବନ ଛକରେ ଥିବା ଏକ ୪୦ ଫୁଟ ହୋଡିଂ ଟାୱାରରେ ଚଢିଯାଇଥିଲେ।

ଏହି ଖବର ଜଣାପଡିବା ପରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେଷ ସେମାନେ ପ୍ରାୟ ୨ ଘଣ୍ଟା କାଳ ପରିଶ୍ରମ କରି ତାହାକୁ ତଳକୁ ଆଣିବାକୁ ସକ୍ଷମ ହୋଇଥିଲେ। ଉଦ୍ଧାର ହେବା ପରେ ତାଙ୍କୁ କ୍ୟାପିଟାନ ହସପିଟାଲରେ ଭର୍ତ୍ତି କରାଯାଇଛି।

ତେବେ ସେ ଆତ୍ମହତ୍ୟା କରିବାର କାରଣରେ ଡ୍ରାଇଭର ସଂଘକୁ ଦାୟୀ କରିଛନ୍ତି। ସଂଘର ବାରମ୍ବାର ଧମକ ପରେ ସେ ମାନସିକ ଚାପରେ ଥିବା କହିଛନ୍ତି । ସେଥିପାଇଁ ସେ ଏହି ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି କହିଛନ୍ତି।

ପୂର୍ବରୁ ସେହିପରି ଆଉ ଜଣେ ବ୍ୟକ୍ତି ଶିଶୁଭବନ ଛକରେ ଥିବା ହୋଡିଂ ଟାୱାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପରବର୍ତ୍ତି ସମୟରେ ଅଗ୍ନଶମ ବିଭାଗର ଉଦ୍ୟମରେ ତାଙ୍କୁ ଉଦ୍ଧାର କରାଯାଇଥିଲା।

ଆତ୍ମହତ୍ୟା ଶିଶୁଭବନ ହୋର୍ଡିଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.