Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

March 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନର ଦରବାର ହଲରେ ଆୟୋଜିତ ଏକ ସମ୍ମାନ ପ୍ରଦାନ ସମାରୋହରେ ୨୦୨୩ ବର୍ଷ ପାଇଁ ତିନୋଟି ପଦ୍ମ ବିଭୂଷଣ, ଚାରିଟି ପଦ୍ମ ଭୂଷଣ ଏବଂ ୪୭ଟି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି।

ଏହି ଅବସରରେ ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲୋକସଭା ବାଚସ୍ପତି ଓମ ର୍ବିଲା, କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହା ଏବଂ ଅନ୍ୟ କେନ୍ଦ୍ର ମନ୍ତ୍ରୀମାନେ ଯୋଗ ଦେଇଥିଲେ।

ସମ୍ମାନ ପ୍ରଦାନ ସମାରୋହ ପରେ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହା ଏବଂ ଅନ୍ୟ କେନ୍ଦ୍ର ମନ୍ତ୍ରୀମାନେ ନୂଆଦିଲ୍ଲୀ ସ୍ଥିତ ସୁଷମା ସ୍ୱରାଜ ଭବନରେ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ରାତ୍ର ଭୋଜନରେ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ସହ ଆଲୋଚନା କରିଥିଲେ।

ଆସନ୍ତାକାଲି (ମାର୍ଚ୍ଚ ୨୩, ୨୦୨୩) ସକାଳେ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିମାନେ ଜାତୀୟ ଯୁଦ୍ଧ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ସେମାନେ ଅମୃତ ଉଦ୍ୟାନ ଏବଂ ରାଷ୍ଟ୍ରପତି ଭବନ ପରିଦର୍ଶନ କରିବା ସହିତ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ମଧ୍ୟ ବୁଲି ଦେଖିବେ।

ଦ୍ରୌପଦୀ ମୁର୍ମୁ ପଦ୍ମ ବିଭୂଷଣ ପଦ୍ମ ଭୂଷଣ ପଦ୍ମଶ୍ରୀ ପୁରସ୍କାର ରାଷ୍ଟ୍ରପତି ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.