Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସୁଛି ଆଉ ଏକ ପଶ୍ଚିମାଝଡ଼, ଏହି ତାରିଖରୁ ଓଡିଶାରେ ପୁଣି ବର୍ଷା
ଆଜିର ଖବର

ଆସୁଛି ଆଉ ଏକ ପଶ୍ଚିମାଝଡ଼, ଏହି ତାରିଖରୁ ଓଡିଶାରେ ପୁଣି ବର୍ଷା

March 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ଆସୁଛି ଆଉ ଏକ ପଶ୍ଚିମାଝଡ଼, ଏହି ତାରିଖରୁ ଓଡିଶାରେ ପୁଣି ବର୍ଷା

ଭୁବନେଶ୍ବର:  ଗୋଟିଏ ଯିବା ପରେ ପୁଣି ଆସୁଛି ଆଉ ଏକ ପଶ୍ଚିମାଝଡ଼। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସତର୍କ କରାଇଛି। ଏହାଦ୍ବାରା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୬ ତାରିଖରୁ ପଶ୍ଚିମା ଝଡ-ପ୍ରଭାବ ପଡିବ। ଫଳରେ ଝଡବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଇଛି।

ଏଥିସହିତ ବିଜୁଳି ଘଡଘଡି ସହ ବର୍ଷା ଏବଂ ଝଡ-ପବନ ହେବ। ଘଣ୍ଟା ପ୍ରତି ୩୦ ରୁ ୪୦ କିମି ପବନ ପ୍ରବାହିତ ହେବାର ସମ୍ଭାବନା ରହିଛି। ସେହିପରି ୨୭ ତାରିଖରୁ ବର୍ଷାର ପରିମାଣ ବଢିବ। ୨୭ ତାରିଖରେ ୧୧ଟି ଉପକୂଳ ଜିଲ୍ଲା ପ୍ରଭାବିତ ହେବ। ସେହିପରି ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡିକରେ ଝଡ ପବନ ଏବଂ ବିଜୁଳି ଘଡଘଡି ଜାରି ରହିବ ।

ପଶ୍ଚିମା ଝଡ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026
Latest News

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି

April 10, 2026

ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.