Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିପିୟୁଟି ରେ ନିଯୁକ୍ତ ହେଲେ ନୂଆ କୂଳପତି, ରାଜ୍ୟପାଳ ଦେଲେ ନିଯୁକ୍ତି
ଆଜିର ଖବର

ବିପିୟୁଟି ରେ ନିଯୁକ୍ତ ହେଲେ ନୂଆ କୂଳପତି, ରାଜ୍ୟପାଳ ଦେଲେ ନିଯୁକ୍ତି

March 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BPUTVc
ବିପିୟୁଟି ରେ ନିଯୁକ୍ତ ହେଲେ ନୂଆ କୂଳପତି, ରାଜ୍ୟପାଳ ଦେଲେ ନିଯୁକ୍ତି

ଭୁବନେଶ୍ବର: ଆଜି ବିପିୟୁଟି ବା ବିଜୁ ପଟ୍ଟନାୟକ ବୈଷିୟକ ବିଶ୍ବବିଦ୍ୟାଳୟର ନୂଆ କୂଳପତି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ନିଯୁକ୍ତି ଦେଇଛନ୍ତି। ସେ ହେଉଛନ୍ତି ପ୍ରଫେସର ଅମୀୟ କୁମାର ରଥ। ପ୍ରଫେସର ରଥ ବର୍ତ୍ତମାନ ବାଙ୍ଗାଲୁରୁସ୍ଥିତ ନାକ୍ ର ଉପଦେଷ୍ଠା ଭାବେ କାର୍ଯ୍ୟ କରୁଛନ୍ତି।

ତାଙ୍କୁ କୂଳପତି ଭାବେ ପାଞ୍ଚ ବର୍ଷ କିମ୍ବା ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ନିଯୁକ୍ତି ପ୍ରଦାନ କରାଯାଇଛି। ପ୍ରଫେସର ରଥଙ୍କର ପ୍ରାୟ 33 ବର୍ଷର ଶିକ୍ଷା ପ୍ରଦାନର ଅଭିଜ୍ଞତା ରହିଛି। ଏଥିସହିତ ସେ ନଅ ଟି ପୁସ୍ତକ ମଧ୍ୟ ରଚନା କରିଛନ୍ତି। ତାଙ୍କ ତତ୍ବାବଧାନରେ ଏ ପର୍ଯ୍ୟନ୍ତ 12 ଜଣ ପିଏଚଡି ଏବଂ 17 ଜଣ ପିଜି ସ୍କାଲର କୃତିତ୍ବ ହାସଲ କରିଛନ୍ତି।

bput ବିପିୟୁଟି
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026

ଆପଣଙ୍କ ଶରୀରରେ ଆଇରନ ପରିମାଣ କମ୍ ଅଛି କି, ତେବେ ଏହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ

April 21, 2026

ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

April 21, 2026

ଆଜି ମଙ୍ଗଳବାର ଏପ୍ରିଲ ୨୧ ତାରିଖ କିପରି ରହିବ ଦିନଟି, ଜାଣନ୍ତୁ ନିଜର ରାଶିଫଳ

April 21, 2026
Latest News

ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ଯାଞ୍ଚ ନିର୍ଦ୍ଦେଶ

April 21, 2026

ଆପଣଙ୍କ ଶରୀରରେ ଆଇରନ ପରିମାଣ କମ୍ ଅଛି କି, ତେବେ ଏହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ

April 21, 2026

ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

April 21, 2026

ଆଜି ମଙ୍ଗଳବାର ଏପ୍ରିଲ ୨୧ ତାରିଖ କିପରି ରହିବ ଦିନଟି, ଜାଣନ୍ତୁ ନିଜର ରାଶିଫଳ

April 21, 2026

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.