Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ
ଆଜିର ଖବର

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
SriRam
ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

ଭୁବନେଶ୍ବର: ସାଧାରଣତଃ ହିନ୍ଦୁ ପଞ୍ଚାଙ୍ଗ ଅନୁସାରେ ଚୈତ୍ର ଶୁକ୍ଳପକ୍ଷ ନବମୀ ତିଥିରେ ରାମ ନବମୀ ପାଳିତ ହୋଇଥାଏ। କାରଣ ମର୍ଯ୍ୟଦା ପୁରୁଷ ଶ୍ରୀରାମ ଏହି ନବମୀ ତିଥିରେ ଜନ୍ମ ଗ୍ରହଣ କରିଥିଲେ। ସେହି ଅନୁସାରେ ଚଳିତ ବର୍ଷ ଏହି ତିଥୀ ବା ରାମ ନବମୀ ଏହି ମାର୍ଚ୍ଚ ୩୦ ତାରିଖରେ ପଡୁଅଛି।

ଓଡିଶାର ରାମ ନବମୀ ବେଶ୍ ଧୂମଧାମ ତଥା ଭକ୍ତିପୂତ ଭାବେ ପାଳନ କରାଯାଇଥାଏ। ଏହି ଉତ୍ସବ ଅନେକ ସ୍ଥାନରେ ମାସାଧିକ ସମୟ ମଧ୍ୟ ପାଳନ କରାଯାଇଥାଏ। ଏହିଦିନ ଭକ୍ତମାନେ ଉପବାସ ଧାରଣ କରି ବ୍ରତ କରିଥାନ୍ତି।

ରାମ ନବମୀରେ ପୂଜା ମୁହୁର୍ତ୍ତ

ନବମୀ ତିଥୀ ପ୍ରାରମ୍ଭ- ୨୯ ମାର୍ଚ୍ଚ ୨୦୨୩ ରାତ୍ର ୯ ଟା ୦୭ ମିନିଟ

ନବମୀ ତିଥୀ ଶେଷ- ୩୦ ମାର୍ଚ୍ଚ ୨୦୨୩ ରାତ୍ରୀ ୧୧ ଟା ୩୦ ମିନିଟ

ରାମ ନବମୀର ଶୁଭ ମୁହୁର୍ତ୍ତ ଆରମ୍ଭ- ୩୦ ମାର୍ଚ୍ଚ ୨୦୨୩ ସକାଳ ୧୧ ଟା ୧୧ ମିନଟ

ରାମ ନବମୀର ଶୁଭ ମୁହୁର୍ତ୍ତ ଶେଷ- ୩୦ ମାର୍ଚ୍ଚ ୨୦୨୩ ଦିନ ୧ ଟା ୪୬ ମିନିଟ

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରାଯାଉଥିବା ଭୋଗ

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କ ପୂଜା ସମୟରେ ପାରଂପାରିକ ଭୋଗ ଅର୍ପଣ କରାଯାଇଥାଏ। ଚାରିଆଡେ ଚାଉଳର ତିଆରି ସ୍ବାଦିଷ୍ଠ ଖିରି ଭୋଗ କରାଯାଏ।

ସେହିପରି କେତେକ ସ୍ଥାନ ପଞ୍ଚ ଅମୃତ ଦ୍ବାରା ପ୍ରସ୍ତୁତ କରାଯାଇଥିବା ପଞ୍ଚାମୃତ ମଧ୍ୟ ଭୋଗ କରାଯାଇଥାଏ।

ଦକ୍ଷିଣ ଅଞ୍ଚଳରେ କେତେକ ସ୍ଥାନରେ ହାଲୁଆ ପୁରୀ ଭୋଗ ଅର୍ପଣ କରାଯାଇଥାଏ।

ସେହିପରି ପ୍ରଭୃ ଶ୍ରୀରାମଙ୍କୁ ମିଠା ଖେଚୁଡି ଭୋଗ ମଧ୍ୟ ପ୍ରଦାନ କରାଯାଇଥାଏ।

RamNavami ଜୟ ଶ୍ରୀରାମ ରାମ ନବମୀ ଶ୍ରୀରାମ
Share. Facebook Twitter LinkedIn Email WhatsApp Copy Link

Related Posts

ଗଙ୍ଗା ବ୍ୟାରେଜରେ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ: ଉଭୟ ପାଇଲଟଙ୍କ ମୃତ୍ୟୁ

August 27, 2026

ମହଙ୍ଗା ପଡ଼ିପାରେ ଗାଡ଼ି ଚଲାଇବା ସମୟରେ ଫୋନ୍ ବ୍ୟବହାର କରିବା: ଜାଣନ୍ତୁ ଜରିମାନା 

August 27, 2026

ଛଅ ମାସ ମଧ୍ୟରେ ଏକ ଲକ୍ଷ ନିଯୁକ୍ତି: ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ମାୟାବତୀଙ୍କ ଟାର୍ଗେଟ

August 27, 2026

ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା ଦିନ ପାଳିତ ହୋଇଥାଏ ଦୁଇଟି ପର୍ବ: ଜାଣନ୍ତୁ କଣ

August 27, 2026
Latest News

ଗଙ୍ଗା ବ୍ୟାରେଜରେ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ: ଉଭୟ ପାଇଲଟଙ୍କ ମୃତ୍ୟୁ

August 27, 2026

ମହଙ୍ଗା ପଡ଼ିପାରେ ଗାଡ଼ି ଚଲାଇବା ସମୟରେ ଫୋନ୍ ବ୍ୟବହାର କରିବା: ଜାଣନ୍ତୁ ଜରିମାନା 

August 27, 2026

ଭାରତରେ ବ୍ରିକ୍ସ ଶିଖର ସମ୍ମିଳନୀ: ଥିମ ଜାରି କଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ

August 27, 2026

ଛଅ ମାସ ମଧ୍ୟରେ ଏକ ଲକ୍ଷ ନିଯୁକ୍ତି: ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ମାୟାବତୀଙ୍କ ଟାର୍ଗେଟ

August 27, 2026

ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା ଦିନ ପାଳିତ ହୋଇଥାଏ ଦୁଇଟି ପର୍ବ: ଜାଣନ୍ତୁ କଣ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.