Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ଦିର ଛାତ ଭୁଶୁଡ଼ି ୧୩ ମୃତ, କ୍ଷତିପୂରଣ ଘୋଷଣା, ମାଜିଷ୍ଟ୍ରେଟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି
ଆଜିର ଖବର

ମନ୍ଦିର ଛାତ ଭୁଶୁଡ଼ି ୧୩ ମୃତ, କ୍ଷତିପୂରଣ ଘୋଷଣା, ମାଜିଷ୍ଟ୍ରେଟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି

March 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇନ୍ଦୋର: ଇନ୍ଦୋରର ରାମ ନବମୀ ଅବସରରେ ବେଲେଶ୍ୱର ମହାଦେବ ଝୁଲେଲାଲ ମନ୍ଦିରର ଏକ ବଡ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଏପର୍ଯ୍ୟନ୍ତ ୧୩ ଜଣ ପ୍ରାଣ ହରାଇଛନ୍ତି। ରାମ ନବମୀ ପୂଜା ସମୟରେ ମନ୍ଦିର ଭିତରେ ଅବସ୍ଥିତ ଷ୍ଟେପୱେଲର ଭୁଶୁଡ଼ିବା କାରଣରୁ ଏହି ଦୁର୍ଘଟଣା ଘଟିଛି ଯେଉଁଥିରେ ୧୩ ଟି ମୃତଦେହ ଉଦ୍ଧାର କରାଯାଇଛି। ଏଥିସହ ମୃତକଙ୍କ ପରିବାର ପାଇଁ ୫-୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରାଯାଇଛି। ଏହା ବ୍ୟତୀତ ଏହି ଘଟଣା ସମ୍ପର୍କରେ ଏକ ମାଜିଷ୍ଟ୍ରେଟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏହାକୁ ନେଇ ଶୋକବ୍ୟକ୍ତ କରିଛନ୍ତି। ଏବଂ ଦୁଃଖ ସମୟରେ ଆମେ ପୀଡିତଙ୍କ ପରିବାର ସହିତ ଅଛୁ ସେ କହିଛନ୍ତି। ଏହା ସହିତ ଇନ୍ଦୋର ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମ୍ପର୍କୀୟଙ୍କ ସମ୍ପର୍କୀୟଙ୍କୁ ୫ ଲକ୍ଷ ଟଙ୍କା ଅନୁକମ୍ପାରାଶି ଘୋଷଣା କରିଛନ୍ତି। ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ ଦେବା ପାଇଁ କହିଛନ୍ତି।

ଇନ୍ଦୋର ରାମ ନବମୀ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱାଦଶ ଦିବସରେ ଶିକ୍ଷକ ସମାଜର ଅହୋରାତ୍ର ଧାରଣା

August 27, 2026

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

August 27, 2026

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026
Latest News

ଦ୍ୱାଦଶ ଦିବସରେ ଶିକ୍ଷକ ସମାଜର ଅହୋରାତ୍ର ଧାରଣା

August 27, 2026

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

August 27, 2026

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆମେରିକାରେ ମୋହନ ଭାଗବତଙ୍କ କାର୍ଯ୍ୟକ୍ରମ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: X ଆକାଉଣ୍ଟ ସସପେଣ୍ଡ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.