Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING NEWS: ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ପ୍ରାର୍ଥୀ
ଆଜିର ଖବର

BREAKING NEWS: ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ପ୍ରାର୍ଥୀ

March 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Deepali
BREAKING NEWS: ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କଲା ପ୍ରାର୍ଥୀ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେ ହେଉଛନ୍ତି ଦୀପାଳି ଦାସ। ଦୀପାଳି ହେଉଛନ୍ତି ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ କିଶୋର ଦାସଙ୍କ ଝିଅ। ଫଳରେ ବିଜେଡି ପୁଣି ଥରେ ସହାନୁଭୂତି ଭୋଟ ହାତେଇବା ପାଇଁ ପଦ୍ମପୁର ପରି ଝାରସୁଗୁଡାରେ ସେହି ରଣନୀତି ଆପଣେଇଛି।

ପୂର୍ବତନ ମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ଥିବା ନବ ଦାସଙ୍କୁ ଚଳିଚ ବର୍ଷ ଜାନୁୟାରୀ 29 ତାରିଖରେ ହତ୍ୟା କରାଯାଇଥିଲା। ଯାହା ସାରା ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହାପରେ ଦୀପାଳି ଝାରସୁଗୁଡା ଦାୟିତ୍ବ ନେବେ ବୋଲି ଜଣାପଡିଥିଲା। ଏପରିକି ଗତ କିଛି ମାସ ଧରି ଦୀପାଳି ସେହି ଅଞ୍ଚଳରେ ନିଜର ଲୋକ ସଂପର୍କ ଜାରୀ ରଖିଛନ୍ତି।

DeepaliDas ଝାରସୁଗୁଡା ଦୀପାଳି ଦାସ ନବ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.