Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା
ଆଜିର ଖବର

ଓଡିଶା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା

April 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା

ଭୁବନେଶ୍ବର: ଆଜି ହେଉଛି ଉତ୍କଳ ବା ଓଡିଶା ଦିବସ। ୧୯୩୬ ମସିହା ଆଜିର ଦିନରେ ଓଡିଆ ଭାଷା ଭିତ୍ତିକ ଉତ୍କଳ ପ୍ରଦେଶ ଗଠନ ହୋଇଥିଲା। ସେଥିପାଇଁ ସେତେବେଳେ ଓଡିଶାର ମହାନ ବରପୁତ୍ରଙ୍କ ଅବଦାନ ଅତୁଳନୀୟ। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ,

‘ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା।’

ଉତ୍କଳ ଦିବସ ଓଡିଶା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.